Latest Odisha News

BREAKING NEWS

୫ମ ଶ୍ରେଣୀ ଛାତ୍ରଙ୍କ ପାଇଁ ଅଙ୍କ ପ୍ରଶ୍ନ..ପଢିଲେ ମଥା ଘୂରିଯିବ

ନୂଆଦିଲ୍ଲୀ:ଆଜିକାଲି ପିଲାମାନେ ଖୁବ ଚାଲାକ ଏବଂ ସ୍ମାର୍ଟ ବି । କିଛି କିଛି ପିଲା ଏତେ ବୁଦ୍ଧିଆ ଯେ ସେମାନଙ୍କ ବୁଦ୍ଧି ପାଖରେ  ବଡ ବଡ ଲୋକମାନେ  ବି ଫେଲ ମାରିଯିବେ । ନିକଟରେ ଏକ ଭିଡିଓ ଭାଇରାଲ ହୋଇଛି । ଏହି ଭିଡିଓରେ ୫ମ ଶ୍ରେଣୀ ପିଲାଙ୍କର ଏକ ପ୍ରଶ୍ନପତ୍ର ଦେଖିବାକୁ ମିଳିଛି ।…

ବିମାନ ଅଟକାଇ ବରିଷ୍ଠ କଂଗ୍ରେସ ନେତା ପବନ ଖେଡାଙ୍କୁ ଗିରଫ କଲା ଆସାମ ପୁଲିସ୍

ଦିଶପୁର: ବରିଷ୍ଠ କଂଗ୍ରେସ ନେତା ପବନ ଖେଡ଼ା ଗିରଫ। ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ବିମାନ ଉଡ଼ାଣକୁ ରଦ୍ଦ ଖେଡ଼ାଙ୍କୁ ଗିରଫ କଲା ଆସାମ ପୁଲିସ। ଗୁରୁବାର କଂଗ୍ରେସ ଦଳ ଏଭଳି ଅଭିଯୋଗ ଆଣିଛି। ଖେଡା ରାୟପୁର ଅଭିମୁଖେ ଉଡ଼ାଣ ଭରୁଥିବା ବେଳେ ଆସାମ ପୁଲିସ ନିର୍ଦ୍ଦେଶରେ…

ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ କିପରି ପ୍ରସ୍ତୁତି କରିଥିଲା ଗୋପାଳ; ସାମ୍ନାକୁ ଆସିଲା ରୋଚକ ତଥ୍ୟ

ଭୁବନେଶ୍ୱର:ଦିନକୁ ଦିନ ରହସ୍ୟଘେରକୁ ଚାଲି ଯାଉଛି ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ  । ଦିନ ଯେତିକି ଗଡୁଛି, ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଏବେ ଆଉ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି । ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋପାଳ ଦାସ ବିଷୟରେ ସାମ୍ନାକୁ ଆସିଛି…

ସବୁଠାରୁ ବଡ଼ ଥାଳିର ନାମ ‘ସୋନୁ ସୁଦ’

ନୂଆଦିଲ୍ଲୀ: ଲକଡାଉନ୍ ସମୟରେ ଗରିବମାନଙ୍କ ପାଇଁ ଭଗବାନ ସାଜିଥିଲେ ଅଭିନେତା ସୋନୁ ସୁଦ । ଶ୍ରମିକମାନଙ୍କ ପାଇଁ ସେ ରାସ୍ତାକୁ ଓହ୍ଲାଇ ଥିଲେ । ସୋନୁ ସୁଦ ପରଦାରେ ହିରୋ ହେବା ସହ ଖଳନାୟକ ଭୂମିକାରେ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ବର୍ତ୍ତମାନ ସେ ଏକ ଫଟୋ ପୋଷ୍ଟ କରିଛନ୍ତି ଯେଉଁଥିରେ ସେ ଏକ…

ବିଚ୍‌ ରାସ୍ତାରେ ସ୍କୁଟି ଉପରେ ପ୍ରେମୀଯୁଗଳଙ୍କ ରୋମାନ୍ସ, ଭିଡିଓ ହେଉଛି ଭାଇରାଲ

ଲକ୍ଷ୍ନୌ : ସବୁ ସୀମା ପାର୍‌ କଲେ ପ୍ରେମୀ ଯୁଗଳ । ନାଁ ମୁହଁରେ ଲଜ୍ଜା ଅଛି ନାଁ ରହିଛି ଟ୍ରାଫିକ୍‌ ନିୟମର ଭୟ । ବିଚ୍‌ ରାସ୍ତାରେ, ସେ ପୁଣି ସ୍କୁଟି ଉପରେ ପ୍ରେମିକ କୋଳରେ ବସିଛି ପ୍ରେମିକା । ଦ୍ରୁତ ଗତିରେ ଚାଲିଛି ବାଇକ୍‌  । ଏଭଳି ରୋମାନ୍ସ କରୁଥିବା ଏହି ପ୍ରେମୀ ଯୁଗଳଙ୍କ ଭିଡିଓ…

ଚମକିଲା ସୁଆଣ୍ଡୋ; ଐତିହାସିକ ଗାଁର ରୂପ ନେଲା ଉତ୍କଳମଣିଙ୍କ ଜନ୍ମପୀଠ

ସୁଆଣ୍ଡୋ: ଐତିହାସିକ ଗାଁର ରୂପ ନେଲା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ  ସୁଆଣ୍ଡୋ ଗ୍ରାମ ।  ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋ ଗ୍ରାମକୁ ଯାଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହ ଗୋପବନ୍ଧୁଙ୍କ ପୂର୍ଣ୍ଣ ଅବୟବ ପ୍ରତିମୂର୍ତ୍ତିର ଅନାବରଣ କରିଛନ୍ତି । ଆଜି ସକାଳେ…

ଆଦିବାସୀ ମେଳା ୨୦୨୩ର ତୃତୀୟ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଥିବା ଆଦିବାସୀ ମେଳାରେ ଆଦିବାସୀମାନଙ୍କର ସାମଗ୍ରିକ ବିକାଶର ପ୍ରତିଫଳନ ଦେଖିବାକୁ ମିଳୁଛି। ବିଭିନ୍ନ ଜନଜାତି ବର୍ଗ ଦ୍ୱାରା ଉତ୍ପାଦିତ…

ଭାରତ ବିପକ୍ଷ ଦିନିକିଆ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷିତ

ନୂଆଦିଲ୍ଲୀ: ଭାରତ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ କ୍ରିକେଟ ସିରିଜ ପାଇଁ ଗୁରୁବାର ପ୍ୟାଟ କୁମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି । ଭାରତ ବିପକ୍ଷ ଟେଷ୍ଟ ସିରିଜ ଅବସରରେ ଅନେକଗୁଡିଏ ଖେଳାଳି ଆହତ ହୋଇଥିବାରୁ ଟିମ ମ୍ୟାନେଜମେଂଟ ଚିନ୍ତାରେ ପଡିଛନ୍ତି । ଗ୍ଲେନ…

ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ୪୦ ତମ ରାଜ୍ୟ ଚାରୁକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ୪୦ ତମ ରାଜ୍ୟ ଚାରୁକଳା ପ୍ରଦର୍ଶନୀ ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟାଲେରୀରେ ଉଦଘାଟିତ ହୋଇଯାଇଛି।ଏହି ଅବସରରେ କଳାକୃତିଗୁଡିକର ଏକ ରଙ୍ଗୀନ କ୍ୟାଟଲଗ ଅତିଥିମାନଙ୍କ ଦ୍ଵାରା…

ଝାରସୁଗୁଡା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବା ପାଇଁ ଚିଠି ଲେଖିଲେ…

ନୂଆଦିଲ୍ଲୀ: ଝାରସୁଗୁଡା ଜିଲ୍ଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଥିରେ ଉଲ୍ଲେଖ ରହିଛି ଯେ ଓଡ଼ିଶାର ଐତିହାସିକ, ସାମାଜିକ ଓ ସାଂସ୍କୃତିକ…