ଚାରି ବର୍ଷର ଶିଶୁକୁ ଝୁଣି ଖାଇଲେ କୁକୁର ପଲ
ହାଇଦ୍ରାବାଦ: କୁକୁରଙ୍କ ଆକ୍ରମଣରେ ନିଷ୍ପାପ ଶିଶୁର ମୃତ୍ୟୁ ଘଟିଛି । ମୃତ ଶିଶୁ ଜଣଙ୍କ ହେଉଛନ୍ତି ୪ ବର୍ଷୀୟ ପ୍ରଦୀପ । ରବିବାର ଦିନ ହାଇଦ୍ରାବାଦରେ ଏପରି ଅଭାବନୀୟ ଘଟିଥିବା ଜଣାପଡିଛି । ଆକ୍ରମଣ ସମୟର ପୁରା ଘଟଣା ସିସିଟିଭିରେ କଏଦ ହୋଇଛି ।
ପୋଲିସର ସୂଚନା ମୁତାବକ, ଜଣେ ୪ ବର୍ଷର…