ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍ ଜେନେରାଲ ମ୍ୟାନେଜର
ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସଓଡିଏଲ୍)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ…