ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରଥମ ପ୍ରକାଶର ସ୍ୱରୂପ ଜାଣିବା ପାଇଁ ସମୟ ଉପସ୍ଥିତ ହୋଇଛି। କାରଣ ରାଜା ଇନ୍ଦ୍ରଦ୍ୟୁମ୍ନ ଆୟୋଜନ କରିଥିବା ଅଶ୍ୱମେଧ ଯଜ୍ଞ ପୂର୍ଣ୍ଣ ହେବାକୁ ଆଉ ଗୋଟିଏ ଦିନ…