ଜେନେରେଟର ଧୂଆଁରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର
ମୋହନା : ଜାଗରରେ ଘଟିଗଲା ବଡ଼ ଅଘଟଣ । ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜଣଙ୍କ ଜୀବନ । ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ଜଣକ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଦୁଇ ଜଣ ହେଲେ ଗଣେଶ ନାୟକ ଓ ଅମ୍ବିକା ନାୟକ। ଆର୍ ଉଦୟଗିରି ବ୍ଲକ ଶିଆଳିଲଟି ପଞ୍ଚାୟତ…