ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବ ବିବିଧତା ଐତିହ୍ୟସ୍ଥଳ ମାନ୍ୟତା ଦେଲେ ସରକାର
ବରଗଡ଼: ଓଡ଼ିଶାର ବଲାଙ୍ଗିର ଓ ବରଗଡ଼ର ଜିଲ୍ଲାରେ ବ୍ୟପ୍ତ ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା ଜୈବ ବିବିଧତା ଐତିହ୍ୟସ୍ଥଳର ମାନ୍ୟତା। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଦୁଇଟି ଜିଲ୍ଲାକୁ ଲାଗି ରହିଥିବା ଏହି ପାହାଡ଼ରେ ନାନା ଔଷଧୀୟ ବୃକ୍ଷ ସହ ମୂଲ୍ୟବାନ ପ୍ରାକୃତିକ ସମ୍ପଦ…