Latest Odisha News

BREAKING NEWS

ଆଜିଠୁ ଗଡ଼ିବ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍

ନୂଆଦିଲ୍ଲୀ: ଆଜିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ ହେବ । ଆଇଆରଟିସି ପକ୍ଷରୁ ମିଳିଛି ସୂଚନା । ଏହି ଟ୍ରେନର ଶୁଭାରମ୍ଭ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କରିବେ । ୮ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍‌ ଯାତ୍ରା କରିବ । ୮ ଦିନିଆ…

ମରିଗଲା ମାନବିକତା: ସ୍ତ୍ରୀ ସାଙ୍ଗେ ଝଗଡ଼ା କରି ୪ ସନ୍ତାନଙ୍କୁ କେନାଲ ଭିତରେ ଫିଙ୍ଗିଦେଲେ ସ୍ବାମୀ

ଆଗ୍ରା: ମରିଗଲା ମାନବିକତା । ରାଗ ଆଗରେ ପର ହୋଇଗଲା ରକ୍ତର ସଂପର୍କ । ସ୍ତ୍ରୀ ସାଙ୍ଗେ ଝଗଡ଼ା କରି ୪ ସନ୍ତାନଙ୍କୁ କେନାଲ ଭିତରେ ଫିଙ୍ଗିଦେଲେ ସ୍ବାମୀ । ଉତ୍ତର ପ୍ରଦେଶର କାସଗଞ୍ଜ ଜିଲ୍ଲା ଅନ୍ତର୍ଗତ ସାହାୱାର ଥାନା ଅଧୀନ ଶେଖ୍ପୁର ହୁନ୍ଦାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ…

ବିମାନରେ ମଦ୍ୟପାନ ସେବା ନିୟମରେ ପରିବର୍ତ୍ତନ ଆଣିଲା ଏୟାର୍ ଇଣ୍ଡିଆ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ବିମାନରେ ଗ୍ରାହକଙ୍କୁ ପରସାଯାଉଥିବା ମଦ ନୀତିରେ ପରିବର୍ତ୍ତନ ଆଣିଛି ବିମାନ ଚଳାଚଳ ସଂସ୍ଥା। ଗୋଟିଏ ପରେ ଗୋଟିଏ ଯାତ୍ରୀ ଦୁର୍ବ୍ୟବହାର ଘଟଣା ସଂସ୍ଥାକୁ ବଦନାମ କରିବା ପରେ ଓ କମ୍ପାନୀ ଉପରେ ପେନାଲ୍ଟି ଲାଗିବା ପରେ ସଂସ୍ଥା ପୂର୍ବରୁ ଥିବା ନିଜ ଆଲକହଲ…

ବିଜେପି ଛାଡ଼ିଲେ ଗିରିଧର ଗମାଙ୍ଗ ଓ ପୁଅ ଶିଶିର

ଭୁବନେଶ୍ଠର:ବିଜେପି ଛାଡିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗ ଓ ତାଙ୍କ ପୁତ୍ର ଶିଶିର ଗମାଙ୍ଗ । ଏ ନେଇ ଆଜି ଏକ  ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବାପା-ପୁଅ । ଉଭୟେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ପତ୍ର ରାଷ୍ଟ୍ରୀୟ ଅଧ୍ୟକ୍ଷ…

ସ୍କୁଲରେ ଜଣେ ଛାତ୍ର, ଜଣେ ଶିକ୍ଷକ: ତଥାପି ନିୟମିତ ଚାଲିଛି ପାଠପଢା

ମୁମ୍ବାଇ: ସ୍କୁଲ ଅଛି । ବେଲ ବାଜୁଛି । ସାର ଆସୁଛନ୍ତି । ପ୍ରାର୍ଥନା ହେଉଛି । ପାଠ ପଢା ବି ହେଉଛି । ସ୍କୁଲ ନିୟମିତ ଚାଲିଛି ।  ହେଲେ ସ୍କୁଲରେ ପିଲାଙ୍କ ସଂଖ୍ୟା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ସ୍କୁଲରେ ଅଛନ୍ତି ମାତ୍ର ଜଣେ ଛାତ୍ର । ଜଣେ  ଛାତ୍ରଙ୍କୁ ନେଇ ଚାଲୁଛି ସ୍କୁଲ୍ । …

ବିବାଦ ମଧ୍ୟରେ ରିଲିଜ୍ ହେଲା ଫିଲ୍ମ ‘ପଠାନ୍‌’

ନୂଆଦିଲ୍ଲୀ : ୪ବର୍ଷ ପରେ ପ୍ରେକ୍ଷାଳୟକୁ ଫେରିଛନ୍ତି କିଙ୍ଗ ଖାନ୍ । ବିବାଦ ଭିତରେ ଆଜି ରିଲିଜ୍ ହୋଇଛି ବହୂ ପ୍ରତିକ୍ଷିତ ଫିଲ୍ମ ‘ପଠାନ’ । ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଦେଖିବାକୁ ମିଳିଛି ନାହିଁ ନଥିବା କ୍ରେଜ୍। ଲିଡ ରୋଲରେ ନଜର ଆସିଛନ୍ତି କିଙ୍ଗ ଖାନ୍ ଶାହରୁଖ ଓ ମସ୍ତାନୀ ଗର୍ଲ…

ବିବିସି ଡ୍ୟକୁମେଣ୍ଟାରିକୁ ବିରୋଧ କରି କଂଗ୍ରେସରୁ ଇସ୍ତଫା ଦେଲେ ଏକେ ଆଣ୍ଟୋନୀଙ୍କ ପୁଅ ଅନୀଲ

ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ହୋଇଥିବା ବିବିସର ଡକ୍ୟୁମେଣ୍ଟାରିକୁ ବିରୋଧ କରିବା ଦିନକ ପରେ କଂଗ୍ରେସ ଛାଡ଼ିଲେ ଏକେ ଆଣ୍ଟୋନିଙ୍କ ପୁଅ ଅନୀଲ। ସେ କଂଗ୍ରସର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ…

ନ୍ୟୁଜିଲାଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ କ୍ରିଶ୍ ହିପକିନ୍ସ

ୱେଲିଂଟନ: ନ୍ୟୁଜିଲାଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଲେବର ଦଳର ନେତା କ୍ରିଶ୍ ହିପକିନ୍ସ। ବୁଧବାର ସେ ଦେଶର ୪୧ ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳିବା ପରେ ସେ ଦେଶର ଅର୍ଥନୀତି ପ୍ରତି ଗୁରୁତ୍ୱ ତେବେ ବୋଲି ହିପକିନ୍ସ କହିଛନ୍ତି।…

ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଳାନ୍ତଙ୍କ ଦେହାନ୍ତ

କଟକ: ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଅକ୍ଲାନ୍ତ ଗତ କିଛି ଦିନ ହେବ ଲିଭର ଜନିତ ରୋଗରେ ଆକ୍ରାନ୍ତ ଥିଲେ । ତାଙ୍କୁ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାରେ ଚିକିତ୍ସା…

ପଦ୍ମବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଶ୍ରୀମନ୍ଦିରେରେ ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ । ବଡ଼ସିଂହାର ବେଶ ପରେ ପଦ୍ମ ବେଶରେ ସଜ୍ଜିତ ହେବେ ମହାପ୍ରଭୁ । ପ୍ରତିବର୍ଷ ତ୍ରିବେଣୀ ଅମାବାସ୍ୟା ପରବର୍ତ୍ତୀ ବୁଧବାର କିମ୍ବା ଶନିବାର ଏହି ବେଶରେ ଦର୍ଶନ ଦିଅନ୍ତି ଭାବମୂର୍ତ୍ତୀ। ଚଳିତ ବର୍ଷ ତ୍ରିବେଣୀ ଅମାବାସ୍ୟା ୨୧…