ଶୀଘ୍ର କିଣି ନିଅନ୍ତୁ ମାରୁତି କାର: ଏପ୍ରିଲରୁ ହୋଇଯିବ ମହଙ୍ଗା
ନୂଆଦିଲ୍ଲୀ:କାର କିଣିବାର ଯୋଜନା ରଖିଛନ୍ତି କି ? ପୁଣି ମାରୁତି କାର ? ଯଦି ମାରୁତି ଗାଡି କିଣିବାର ପ୍ଲାନ ଅଛି ତେବେ ଶିଘ୍ର କିଣି ନିଅନ୍ତୁ । କାରଣ ଖୁବଶୀଘ୍ର ବଢିବାୁ ଯାଉଛି ମାରୁତି କାରର ମୂଲ୍ୟ । ମାରୁତି କାରର ମୂଲ୍ୟ ଏପ୍ରିଲରୁ ବଢିଯିବାର ସମ୍ଭାବନା ରହିଛି । ଏକଥା ମାରୁତି ସୁଜୁକି…