ଲିଥିୟମ ଉପରେ ଆତଙ୍କବାଦୀଙ୍କ ନଜର; ଆକ୍ରମଣ ପାଇଁ ଦେଲେ ଧମକ
ଶ୍ରୀନଗର: କିଛିଦିନ ତଳେ ଜାମ୍ମୁ କାଶ୍ମୀରରେ ଲିଥିୟମ ମିଳିବା ନେଇ ଖବର ପ୍ରକାଶ ପାଇଥିଲା। ଏହାପରେ ସାରା ଦେଶରେ ଖୁସିର ମାହୋଲ ଦେଖାଦେଇଥିଲା। ଆମ ଦେଶରୁ ଲିଥିୟମ ମିଳିଲେ ଚୀନ ଉପରେ ନିର୍ଭରଶୀଳତା କମିବ। ଦେଶରେ ଇଭି ଓ ମୋବାଇଲ୍ର ଶସ୍ତା ହେବ ବୋଲି କୁହାଯାଉଥିଲେ। ହେଲେ ଏହା ଉପରେ ଏବେ…