ପୂରଣ ହେଲା ସୁପ୍ରିମକୋର୍ଟରେ ସମସ୍ତ ବିଚାରପତି ଆସନ; ଶପଥ ନେଲେ ଦୁଇ ବିଚାରପତି
ନୂଆଦିଲ୍ଲୀ: ପୂରଣ ହେଲା ସୁପ୍ରିମକୋର୍ଟରେ ସମସ୍ତ ବିଚାରପତି ଆସନ। ସୋମବାର ସୁପ୍ରିମକୋର୍ଟରେ ଦୁଇ ବିଚାରପତି ଜଷ୍ଟିସ୍ ରାଜେଶ ବିନ୍ଦଲ ଏବଂ ଜଷ୍ଟିସ୍ ଅରବିନ୍ଦ କୁମାର ଶପଥଗ୍ରହଣ କରିଛନ୍ତି। ଫଳରେ ସୁପ୍ରିମକୋର୍ଟରେ ଥିବା ସମସ୍ତ ୩୪ ବିଚାରପତି ଆସନ ପୂରଣ ହୋଇଛି।
ସୁପ୍ରିମକୋର୍ଟରେ ପ୍ରଧାନ…