ଅପରେସନ ହେବା ପରେ ପନ୍ତଙ୍କ ଆବେଗଭରା ଫଟୋ ଟ୍ବିଟ୍
ମୁମ୍ବାଇ: ଟିମ୍ ଇଣ୍ଡିଆର ଷ୍ଟାର ୱିକେଟ୍ କିପର ଋଷଭ ପନ୍ତ ଏକ ଆବେଗଭରା ଫଟୋ ସୋଶିଆଲ ମିଡିଆରେ ସେୟାର କରିଛନ୍ତି। ସେୟାର ହୋଇଥିବା ଏହି ଦୁଇଟି ଫଟୋରେ ପନ୍ତ ଆଶାବାଡ଼ି ସାହାଯ୍ୟରେ ବୁଲୁଥିବାର ନଜର ଆସିଛନ୍ତି। ପନ୍ତଙ୍କ ପାଦରେ ପ୍ଲାଷ୍ଟର ହୋଇଥିବା ଦେଖିବାକୁ ମିଳିଛି।
ସେ ତାଙ୍କର…