ସାରା ଦେଶ ଦେଖୁଛି, ଏକୁଟିଆ ଜଣେ କେତେ ଲୋକଙ୍କ ପାଇଁ ଭାରି ପଡୁଛି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରାଜ୍ୟସଭାରେ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ବିରୋଧୀଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି, ଆଜି ସାରା ଦେଶ ଦେଖୁଛି, ଜଣେ ଏକୁଟିଆ କେତେ ଲୋକଙ୍କ ଉପରେ…