ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
କଟକ: କଟକ ଜିଲ୍ଲା ଅନ୍ତର୍ଗତ ମାହାଙ୍ଗା ଅଞ୍ଚଳର ବାରାଡିଆ ଗ୍ରାମରେ ଗଣେଶ ବିସର୍ଜନ ଶୋଭାଯାତ୍ରା ସମୟରେ ପଥରମାଡ଼ରେ ଥାନା ଅଧିକାରୀ (IIC) ଙ୍କ ସମେତ ଅତିକମରେ ଛଅ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ବୁଧବାର ରାତିରେ ମାହାଙ୍ଗା ଥାନା ଅଧୀନ ବାରାଡିଆ ଗ୍ରାମରେ ଏହି…