ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ମୁଖ୍ୟମନ୍ତ୍ରୀ ରହିବେ ଗଭର୍ଣ୍ଣିଂ କାଉନ୍ସିଲ୍ର ଅଧ୍ୟକ୍ଷ
ଭୁବନେଶ୍ୱର: ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ ରଣନୈତିକ ପରାମର୍ଶଦାତା ସଂସ୍ଥା ଭାବେ କାର୍ଯ୍ୟ କରିବ । ସମୃଦ୍ଧ ଓଡ଼ିଶା ୨୦୩୬…