ବ୍ରହ୍ମପୁରରେ ପୁଣି କ୍ରାଇମ୍ ବ୍ରାଞ୍ଚ
ବ୍ରହ୍ମପୁର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଥିବା ପୂର୍ବତନ ଏଏସଆଇ ଗୋପାଳ ଦାସଙ୍କ ଘରେ ପୁଣି ଥରେ ପହଞ୍ଚିଛି କ୍ରାଇମ୍ ବ୍ରାଞ୍ଚ। ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ୱରଖଣ୍ଡିସ୍ଥିତ ପୈତୃକ ଘରେ ମଙ୍ଗଳବାର ସନ୍ଧ୍ୟାରେ ପହଞ୍ଚିଛି କ୍ରାଇମ୍ ବ୍ରାଞ୍ଚର…