Bou Buttu Bhuta at INCA 2026: ମୁମ୍ବାଇ ମଞ୍ଚରେ, ଓଡ଼ିଆ ସିନେମାର ଗର୍ଜନ…ଭାବ ବିହ୍ୱଳ ହୋଇପଡ଼ିଲେ…
ମୁମ୍ବାଇ/ଭୁବନେଶ୍ୱର: ଆଗରେ ବସିଥିଲେ ବଲିଉଡ୍ ଟଲିଉଡର ଦିଗଗଜ୍
ଏକାସାଙ୍ଗରେ ୪ ଆୱାର୍ଡ଼ ହାତେଇଲା ଓଡ଼ିଆ ସିନେମା
ମାୟାନଗରୀରେ ଓଡ଼ିଆ ସିନେମାର ବଡ଼ ବିଜୟ
ସମସ୍ତଙ୍କ ମୁହଁରେ ଥିଲା ଜୟ ଜଗନ୍ନାଥ
ନୂଆ ଚମକଦାର ସକାଳ ଦେଖୁଛି ଓଡ଼ିଆ ସିନେମା। ଦମନ ପରେ ପୁଣି ଆଉ ଏକ ସିନେମା…