ଗହଣା ଦୋକାନରୁ ସୁନା ଅଳଙ୍କାର ନେଇ ଅନଲାଇନରେ ଗେମ୍ ଖେଳିଦେଲେ ଆସିଷ୍ଟାଣ୍ଟ ମ୍ୟାନେଜର୍
ବ୍ରହ୍ମପୁର: ବ୍ରହ୍ମପୁର ସହର ସାନବଜାର ସ୍ଥିତ ଏକ ଜୁଏଲର୍ସ ସୋ’ରୁମରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନା ଗହଣା ଗାଏବ ହୋଇଯାଇଛି। ଏହି ସୋ’ରୁମରେ ଆସିଷ୍ଟାଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟରତ ସୀମାଞ୍ଚଳ ପାତ୍ର ଏହି ସୁନା ଅଳଙ୍କାର ନେଇଥିବା ନେଇ ବଡ଼ବଜାର ଥାନାରେ ଅଭିଯୋଗ ହୋଇଛି। ଏହି ସୁନା…