ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଭିଡ; ବଡ ଠାକୁରଙ୍କ ପାଖେ ଲାଗି ହେଲା ମକରଚାଉଳ
ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ବଡଠାକୁରଙ୍କର ହେବ ମକର ନୀତି । ମଧ୍ୟାହ୍ନ ଧୂପ ପରେ ଏହି ନୀତି ଅନୁଷ୍ଠିତ ହେବ ।ଏହି ଅବସରରେ ବଡଠାକୁରଙ୍କୁ ମକର ଚାଉଳ…