Latest Odisha News

BREAKING NEWS

ଡଟ୍ ଫେଷ୍ଟ ଆନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବରେ ମିଳିବ ୧୬ଟି ଦେଶର ଖାଦ୍ୟ

ଭୁବନେଶ୍ୱର: ଆଗାମୀ ଡଟ୍ ଫେଷ୍ଟରେ ଭୁବନେଶ୍ୱର ସମେତ ସାରା ଓଡ଼ିଶାବାସୀ ଅନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବ ମାଧ୍ୟମରେ ପାଇ ପାରିବେ ଏକ ଅନନ୍ୟ ଅନୁଭୂତି । ଆସନ୍ତା ଜାନୁଆରୀ ୧୫ରୁ ୨୯ ତାରିଖ ୨୦୨୩, ପର୍ଯ୍ୟନ୍ତ ସହରର ଖାଦ୍ୟପ୍ରେମୀମାନେ ୧୬ଟି ଦେଶ ଓ ଭାରତର ୨୪ଟି ରାଜ୍ୟର ସୁସ୍ୱାଦୁ ଖାଦ୍ୟର ମଜା…

ବିଦ୍ୟାଳୟରେ କେମିତି ଭାଙ୍ଗିଲା ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଗୋଡ଼ ?

ବାରିପଦା: ବୟସ ୧୦ ବର୍ଷ । ପଞ୍ଚମ ଶ୍ରେଣୀରେ ପଢ଼ନ୍ତି ଉଦିତ୍ ବିନ୍ଧାଣୀ । ସବୁଦିନ ଭଳି ଉଦିତ ଆଜି ବି ସକାଳେ ପଢ଼ିବାକୁ ଯାଇଥିଲେ । ହେଲେ ସ୍କୁଲରୁ ଘରକୁ ଫେରିନଥିଲେ । ବରଂ ତାଙ୍କୁ ବିଦ୍ୟାଳୟରୁ ନେବାକୁ ପଡ଼ିଥିଲା ହସ୍ପିଟାଲ । ତେବେ ବିଦ୍ୟାଳୟରେ କଣ ହେଲା ? କାହିଁକି ନିଆଗଲା ହସ୍ପିଟାଲ୍…

ରାହୁଲଙ୍କ ଲଢ଼ୁଆ ଅର୍ଦ୍ଧଶତକ, ସିରିଜରେ ଭାରତ ୨-୦ରେ ଅଗ୍ରଣୀ

କୋଲକାତା: ଇଡେନଗାର୍ଡେନରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୪ ୱିକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି । ଭାରତ ବିଜୟରେ କେଏଲ ରାହୁଲ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ । ସେ ୬୪ ରନ କରି ନଟଆଉଟ ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟା ୩୬ ଓ ଶ୍ରେୟାଶ…

ସର୍ବଭାରତୀୟ ପୋଷ୍ଟାଲ ଆଥଲେଟିକ୍ସ: ଓଡିଶାକୁ ୭ ପଦକ

ଭୁବନେଶ୍ୱର: କେରଳର ଥିରୁୱନ୍ତପୁରମରେ ଅନୁଷ୍ଠିତ ୩୫ତମ ସର୍ବ ଭାରତୀୟ ପୋଷ୍ଟାଲ ଆଥଲେଟିକ ମିଟ ଓ ସାଇକ୍ଲି ଟୁର୍ଣ୍ଣାମେଂଟରେ ଓଡିଶା ପ୍ରତିଯୋଗୀମାନେ ଆକର୍ଷଣୀୟ ପ୍ରଦର୍ଶନ କରିଛନ୍ତି । ଓଡିଶା ପୋଷ୍ଟାଲ ଟିମ ଗୋଟିଏ ସ୍ୱର୍ଣ୍ଣ, ୩ ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ହାସଲ କରିଛି । ମହିଳା ଲଙ୍ଗଜମ୍ପରେ…

ଓକିଲଙ୍କୁ ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାର ଅଭିଯୋଗ

ଝାରସୁଗୁଡ଼ା: ଆଫିଡେବିଟ୍ ପାଇଁ ମନା କଲେ ଓଲଟା ଓକିଲଙ୍କୁ ଦୁର୍ବ୍ୟବହାର କଲେ ଅତିରିକ୍ତ ତହସିଲଦାର । ଝାରସୁଗୁଡ଼ା ତହସିଲର ଅତିରିକ୍ତ ତହସିଲାଦର ରେସମା ଟେଟେ ଓକିଲଙ୍କ ପ୍ରତି ଦୁର୍ବ୍ୟବାହର କରିଥିବା ଅଭିଯୋଗ ହୋଇଛି । ଯାହାର ପ୍ରତିବାଦରେ ଆଜି ଆଇନଜୀବୀ ତହସିଲ୍ କାର୍ଯ୍ୟାଳୟ ସମ୍ମୁଖରେ…

ବିଶ୍ୱ ଭେଟେରାନ ଟିଟି ଚାମ୍ପିୟନଶିପ: ଭାରତୀୟ ଦଳରେ ୨ ଓଡିଆ

ଭୁବନେଶ୍ୱର: ଓମାନର ମାସ୍କଟଠାରେ ଚଳିତ ମାସ ୧୫ରୁ ୨୧ ପର୍ଯ୍ୟନ୍ତ ବିଶ୍ୱ ଭେଟେରାନ ଟେବୁଲ ଟେନିସ ଚାମ୍ପିୟନଶିପ ଆୟୋଜିତ ହେବ । ଏଥିପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏଥିରେ ଓଡିଶାର ୨ଜଣ ଖେଳାଳିଙ୍କୁ ସୁଯୋଗ ମିଳିଛି । ଏହି ୨ଜଣ ହେଲେ ଦେବଦତ ମହାନ୍ତି ଓ ତ୍ରୈଲୋକ୍ୟ ନାଥ ରାଉତ । ଶନିବାର…

ହକି ବିଶ୍ବକପ୍‌ କ୍ରେଜ୍‌; ଚକ୍ ଆର୍ଟ ସହିତ ପେନସିଲ୍ କାର୍ଭିଙ୍ଗ୍‌

ବ୍ରହ୍ମପୁର: ହକି ବିଶ୍ୱକପ ପାଇଁ ଚକ୍ ଆର୍ଟ ସହିତ ପେନସିଲ୍ କାର୍ଭିଙ୍ଗ୍‌ ଆର୍ଟ ପ୍ରସ୍ତୁତ କରି ଚର୍ଚ୍ଚାରେ ଇଂଞ୍ଜିନିୟରିଙ୍ଗ୍ ଛାତ୍ର କେ.ବିଜୟ ରେଡି। ଶିତଳାପଲ୍ଲୀ ସ୍ଥିତ ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟର ଚତୁର୍ଥ ବର୍ଷର ଛାତ୍ର ବିଜୟ ଏହାକୁ ପ୍ରସ୍ତୁତ କରି ଚର୍ଚ୍ଚାରେ…

ସାଉଥ ଫିଲ୍ମ ଶରଣରେ ଏବେ ଅଧା ବଲିଉଡ ଷ୍ଟାର

ମୁମ୍ବାଇ: ବଲିଉଡରେ ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ ହେଉଥିବା ବେଳେ ଦକ୍ଷିଣ ଭାରତ ଫିଲ୍ମ ଇତିହାସ ରଚୁଛି । ଏହା ଦେଖି ଅଧା ବଲିଉଡ ଷ୍ଟାର ସାଉଥ ଫିଲ୍ମ ଶରଣରେ ପଶିଛନ୍ତି । ଫ୍ଲପ କ୍ୟାରିୟର ସଜାଡିବା ପାଇଁ ଶାହାରୁଖ ଖାଁଙ୍କଠାରୁ ଆରମ୍ଭ କରି ଅକ୍ଷୟ କୁମାର, ରଣବୀର କାପୁର ଓ ସଲମାନ ଖାଁ ବି…

ସେଲ୍ସ ଟ୍ୟାକ୍ସକୁ ବମ୍ବେ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ଅନୁଷ୍କା ଶର୍ମା

ମୁମ୍ବାଇ: ବମ୍ବେ ହାଇକୋର୍ଟରେ ଅଭିନେତ୍ରୀ ଅନୁଷ୍କା ଶର୍ମା । ସେଲ୍ସ ଟ୍ୟାକ୍ସ ବିଭାଗର ନୋଟିସକୁ ଚ୍ୟାଲେଞ୍ଜ କରି ଅନୁଷ୍କା ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ୨୦୧୩-୧୩ ଓ ୨୦୧୩-୧୪ ଆର୍ଥିକ ବର୍ଷର ବକେୟା ଟିକସ ପାଇଁ ଅନୁଷ୍କାଙ୍କୁ ନୋଟିସ୍ ଜାରି କରିଥିଲା ସେଲ୍ସ ଟ୍ୟାକ୍ସ ବିଭାଗ…

ବ୍ରହ୍ମପୁର ଉପଜିଲାପାଳଙ୍କ ବାସଭବନରୁ ନାଗ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ଉପଜିଲାପାଳଙ୍କ ବାସଭବନ ପରିସରରୁ ଏକ ୫ ଫୁଟର ନାଗ ସାପକୁ ଉଦ୍ଧାର କରିଛି ସ୍ନେକ ହେଲ୍ପ ଲାଇନ। ସୂଚନା ମୂତାବକ ଗୁରୁବାର ଉପଜିଲାପାଳଙ୍କ ବାସଭବନ ପରିସରରେ ଏକ ବିରାଟକାୟ ସାପ ବୁଲୁଥିବାର କର୍ମଚାରୀମାନେ ଦେଖିଥିଲେ। ଏହାପରେ ସେମାନେ ସ୍ନେକ ହେଲ୍ପ ଲାଇନକୁ ଯୋଗାଯୋଗ…