Latest Odisha News

BREAKING NEWS

ନବଙ୍କ ମୃତ୍ୟୁ ଖବର ଜାଣିବା ପାଇଁ ଉତ୍ସୁକ ଥିଲେ ଗୋପାଳ, ସୁରକ୍ଷା କର୍ମୀଙ୍କୁ ପଚାରି ବୁଝିଥିଲେ

ଭୁବନେଶ୍ୱର: ଅନେକ ଦିନରୁ ନବ ଦାସଙ୍କୁ ହତ୍ୟା କରିବା ପାଇଁ ବୋଧହୁଏ ସୁଯାେଗ ଖୋଜୁଥିଲେ  ଅଭିଯୁକ୍ତ ଗୋପାଳ ଦାସ  ।  ସେଥିପାଇଁ ନବଙ୍କ ପାଖେ ପାଖେ ଘୁରି ବୁଲୁଥିଲେ । ନବ ଦାସ ଯେଉଁ କାର୍ଯ୍ୟକ୍ରମକୁ ଯାଉଥିଲେ ସେଠରେ ତାଙ୍କର ପାଖେ ପାଖେ ଦେଖିବାକୁ ମିଳୁଥିବା ଗୋପାଳଙ୍କୁ ।  ତା’ ପୁଣି…

ରାମଚରିତମାନସ ଉପରେ ବିବାଦୀୟ ଟିପ୍ପଣୀ: ସପା ଓ ଆର୍‌ଜେଡି ବିରୋଧରେ ଫେରାଦ ହେବ ଭିଏଚ୍‌ପି

ନୂଆଦିଲ୍ଲୀ: ରାମଚରିତମାନସ ଉପରେ ବିବାଦୀୟ ଟିପ୍ପଣୀ ନେଇ ସମାଜବାଦୀ ପାର୍ଟି ଓ ଆର୍‌ଜେଡି ବିରୋଧରେ ନିର୍ବାଚନ କମିଶନଙ୍କ ପାଖରେ ଫେରାଦ ହେବ ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି)। ଏହି ଦୁଇ ଦଳର ମାନ୍ୟତା ରଦ୍ଦ କରିବା ଦାବି କରି ଭିଏଚ୍‌ପି ଇସିଙ୍କୁ ଭେଟି ଅଭିଯୋଗ ଜଣାଇବ। ଏଥିପାଇଁ…

ପ୍ରାରବ୍ଧ 

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ପୂର୍ବ କର୍ମର ଆଧାର ଉପରେ ପ୍ରାଣୀମାନଙ୍କର ଭାଗ୍ୟ ନିୟନ୍ତ୍ରିତ । ଯାହା ଆମେ ଭୋଗ କରୁଛେ, ତାହା ଆମର ପ୍ରାରବ୍ଧ । ଥରେ ଏକ ବିଚିତ୍ର ଘଟଣା ଦେଖିଲି । ଦୁଇ ଗୁରୁ ଭାଇଙ୍କ ମଧ୍ୟରେ ଝଗଡା ହୋଇଗଲା । ପ୍ରଥମେ ଯୁକ୍ତି ତର୍କ ତା'ପରେ…

ଅନୁବାଦ କବିତା : ସ୍ମାରକ

ମୂଳ ବଙ୍ଗଳା : ସୁକାନ୍ତ ଭଟ୍ଟାଚାର୍ଯ୍ୟ ଆଜି ରାତି ଶ୍ରାବଣର ଏଇ ମେଘ ହଠାତ୍ ଯଦି ଫେରିଯାଏ ତେବେ ବି ପଡ଼ିବ ମନେ ଚଞ୍ଚଳ ପବନ ଯଦି ଫେରେ କେବେ ହୃଦୟର ଅଗଣାରେ ରଜନୀଗନ୍ଧାର ଅରଣ୍ୟରେ ତେବେ ବି ପଡ଼ିବ ମନେ । ଆଜି ବି ଯଦି ପକ୍ଷୀର ଡେଣା ଉଡ଼େ ସେଇ ଦୂର ଦିଗନ୍ତରେ ବନ୍ୟାର…

ମାଟିତଳୁ ଶିଶୁପୁତ୍ର ଉଦ୍ଧାର, ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ

ଅନୁଗୁଳ : ଅନୁଗୁଳ ଜିଲ୍ଲା ନାଲ୍‌କୋ ଥାନା କାଣ୍ଡସରରେ ଅଭାବନୀୟ ଘଟଣା । ଶିଶୁପୁତ୍ରକୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ । ଅଭିଯୋଗକୁ ଆଧାର କରି ଶ୍ମଶାନରେ ପୋତା ଯାଇଥିବା ଶବକୁ ମାଟି ତଳୁ ଉଦ୍ଧାର କରିଛି ପୁଲିସ୍ । ମୃତ ଶିଶୁପୁତ୍ର ଜଣକ ହେଲେ ସ୍ବର୍ଗତ ଦିଲ୍ଲୀପ ନାଏକଙ୍କ ପୁଅ…

FPO ରଦ୍ଦ କଲେ ଅଦାନୀ; ନିବେଶକଙ୍କୁ ଫେରାଇବେ ଟଙ୍କା

ନୂଆଦିଲ୍ଲୀ: ଅଦାନୀ ଗ୍ରୁପ୍‌ର ଶେୟାର ମୂଲ୍ୟରେ ହ୍ରାସ ପାଇବା କାରଣରୁ ଗତକାଲି ବିଳମ୍ବିତ ରାତିରେ ଅଦାନୀଏଣ୍ଟରପ୍ରାଇଜେସ୍ ଲିମିଟେଡ୍ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଛି। କମ୍ପାନୀ ୨୦ ହଜାର କୋଟିର ଫୁଲ୍ଲି ସବ୍ସକ୍ରାଇବ୍ଡ FPOକୁ ରଦ୍ଦ କରିଦେଇଛି। ଅଡାନୀ ଗ୍ରୁପର ମାଲିକ ଗୌଡମ ଅଦାନୀ ଖୋଦ୍…

ଯୁବଙ୍କୁ ହତ୍ୟା ପରେ ପୋଡ଼ିଥିଲେ; କଙ୍କାଳ, ପାଉଁଶ ଜବତ କଲା ପୋଲିସ

ବ୍ରହ୍ମପୁର:ଗଞ୍ଜାମ ଜିଲା ବଡ଼ଗଡ଼଼ ଥାନା ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଯୁବକଙ୍କୁ ହ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ପୋଡ଼ି ଦେଇଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳ ଓ ପାଉଁଶ ଜବତ କରିଛି। ଏହି ଘଟଣା ଏବେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା…

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୩୩)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ଯାହା ହେଉ ଏଇ ପ୍ରଶ୍ନର ଉର ଦେଇହେବ । ତଥାପି ଖଣ୍ଡ ଖଣ୍ଡ କଣ୍ଠରେ ସେ ଉତ୍ତର ଦେଲା- ମୁଁ ତାଙ୍କୁ ଭଗବାନ ରୂପେ ପୂଜା କରେନି, ବରଂ ଜଣେ ଶାଶ୍ୱତବନ୍ଧୁ ରୂପେ ଭଲପାଏ... ଭକ୍ତିକରେ.... । ଏତିକି କହିସାରିବା ପରେ…

ରହସ୍ୟ ଖୋଜିବାକୁ ଯାଇ ରହସ୍ୟମୟ ଭାବେ ହଜି ଯାଆନ୍ତି ଲୋକେ

ପୃଥିବୀରେ ଏମିତି ଅନେକ ରହସ୍ୟ ଅଛି, ଯାହା କି ବିଜ୍ଞାନ ପାଇଁ ଏକ ବଡ ଆହ୍ୱାନ । ଆମେ ଆପଣଙ୍କୁ ଏମିତି ଏକ ରହସ୍ୟମୟ ଘାଟି ବିଷୟରେ କହିବୁ ଯାହା ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ । ଏମିତି ଏକ ଘାଟି ଅଛି ଯାହାକୁ କେହି ଖୋଜି ପାଇ ନାହାଁନ୍ତି । ଯିଏ ଜାଣିବାକୁ ଚେଷ୍ଟା କରିଛି ସେ ସବୁଦିନ…

ମଦ ପିଇ ଡ୍ରେନରେ ପଡ଼ିଗଲେ, ଚାଲିଗଲା ଜୀବନ

ବ୍ରହ୍ମପୁର: ମଦ୍ୟପାନ କରି ଡ୍ରେନରେ ପଡ଼ିଗଲା ପରେ ଯୁବକଙ୍କ ଜୀବନ ଚାଲିଗଲା। ବ୍ରହ୍ମପୁର ସହର ବିଜିପୁର ଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଗୁରୁବାର ସକାଳେ ବିଜିପୁର ଶୌଚାଳୟ କଡ଼ ନାଳରେ ଗୋଟିଏ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ଅଞ୍ଚଳବାସୀ ବ୍ରହ୍ମପୁର…