ରିଲିଜ ପୂର୍ବରୁ ଲିକ୍ ହେଲା ଟାଇଗର-୩ର ସୁଟିଂ ସିନ୍…
ମୁମ୍ବାଇ : ରିଲିଜ ପୂର୍ବରୁ ଲିକ୍ ହେଲା ସଲମାନ ଖାନଙ୍କ ଅଭିନୀତ ଫିଲ୍ମ ଟାଇଗର -୩ ସୁଟିଂ ସମୟର ଫଟୋ, ଭିଡିଓ । ସୋସିଆଲ୍ ମିଡିଆରେ ଭାଇରାଲ ଫଟୋ ଦେଖି ପ୍ରଶଂସକ ବେଶ୍ ଖୁସି ହୋଇଯାଇଛନ୍ତି । ନିକଟରେ ଇମ୍ରାନ ହାସମିଙ୍କ ଫିଲ୍ମର ମଧ୍ୟ କିଛି ଫୋଟୋ ଭାଇରାଲ୍ ହୋଇଥିଲା । ପରେ…