ଗୁଜରାଟରେ ପ୍ରଶ୍ନପତ୍ର ଲିକ୍, ଓଡ଼ିଶାରେ ଗିରଫ
ମାଲକାନାଗିରି : ସାମ୍ନାକୁ ଆସିଲା ଗୁଜରାଟ ରାଜ୍ୟରେ ପ୍ରଶ୍ନପତ୍ର ଲିକ ମାମଲା । ଏହି ମାମଲାରେ ଓଡ଼ିଶା ଶିକ୍ଷକ ପ୍ରଶ୍ନପତ୍ର ଯୋଗାଇ ଦେବା କାର୍ଯ୍ୟରେ ସାମିଲ ଥିବା ଜଣାପଡ଼ିଛି । ତେଣୁ ପୋଲିସ ଆଜି ମାଲକାନଗିରି କର୍ତ୍ତନପାଲୀ ସ୍କୁଲର ଶିକ୍ଷକଙ୍କୁ ଏହି ମାମଲାରେ ଗିରଫ କରିଛି । ସେ…