କେଶ ପାଇଁ ଉପକାରୀ ‘ମେଥି’…. ଔଷଧ ଭଳି ଦେଇଥାଏ କାମ
ମେଥିର ଦାନାରେ ରହିଛି ଔଷଧୀୟ ଗୁଣ । ପ୍ରତିଦିନ ରୋଷେଇରେ ଆମେ ବ୍ୟବହାର କରିଥାଉ । କଣ ଆପଣ ଜାଣନ୍ତି ଏହି ମେଥି ସ୍ୱାସ୍ଥ୍ୟ ସହ କେଶ ପାଇଁ ଖୁବ୍ ଲାଭଦାୟକ। ଏହାର ବ୍ୟବହାର ଦ୍ୱାରା ଆପଣଙ୍କ କେଶ ଜନିତ ଅନେକ ସମସ୍ୟା ଦୂର ହୋଇଥାଏ। ଏଥିରେ ଆଇରନ, ପ୍ରୋଟିନ୍ ଓ ଅନ୍ୟ ଭିଟାମିନ…