Latest Odisha News

BREAKING NEWS

ଅଟା ମାଲପୁଆ

ଆମ ରନ୍ଧାବଢ଼ାରୁ.... ସକାଳ ଜଳଖିଆ ହେଉ ବା ରାତ୍ରିଭୋଜନ ମିଠା ନହେଲେ ଆମର ଖାଇବା ପୁରା ହୁଏ ନାହିଁ। ସବୁ ପର୍ବପର୍ବାଣୀରେ କି ବନ୍ଧୁ ବାନ୍ଧବ ଘରକୁ ଯିବାକୁ ହେଲେ ମିଠାକୁ ସବୁବେଳେ ପ୍ରାଧାନ୍ୟ ଦିଆହୁଏ । ବଜାରରେ ଅନେକ ପ୍ରକାରର ସ୍ଵାଦିଷ୍ଟ ମିଠା ମିଳୁଥିଲେ ମଧ୍ଯ ଘର ତିଆରି ମିଠାର…

ଧାରାବାହିକ ଉପନ୍ୟାସ: ବେଳାଭୂମିର ଚିହ୍ନ (୬୯)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ - ନା... ନା..., ଏ ଲୁଗାସବୁ ପରିଷ୍କାର ହୋଇ ଏଠି କେମିତି ରହିଲା ? - ସେ କିଛି ନୁହେଁ, ମୁଁ ସଫାକରି ରଖିଦେଇଛି, ଆଜି । - ଆପଣ ସଫା କରିଛନ୍ତି ମୋର ଶାଢ଼ୀ, ବ୍ଲାଉଜ୍‌... ? - ଏଥିରେ ଆଶ୍ଚର୍ଯ୍ୟ ହେବାର କ’ଣ ଅଛି…

ଭାଷା ଭାଗବତ : ସ୍ବଭାଷାର କଷଣ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ଏଠାରେ ଲେଖକଂକ ମନ ଏଯାଏଁ ସଂସ୍କୃତ ଆଚ୍ଛନ୍ନ ହୋଇଥିବାରୁ ଲୋକଭାଷା ଅଯଥା ହୁଏ ଲୋକହସା ପ୍ରାଚୀନ ପରଂପରା ବୋହି ସ୍ବଭାଷା ବଢ଼ି ପାରୁନାହିଁ ଜ୍ଞାନୀ ସମୂହ ଉଦାସୀନ ଘଟାଂତିନାହିଁ ଉନ୍ନୟନ …

ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ଲୀଳା ମଧ୍ୟରେ ଭାଦ୍ରବ ମାସରେ ଅନୁଷ୍ଠିତ ହେଉଥିବା କୃଷ୍ଣ ଲୀଳା ସମୟରେ ହେଉଥିବା ବେଶ ଗୁଡିକ ଅତ୍ୟନ୍ତ ଆକର୍ଷଣୀୟ ଓ ତଥ୍ୟ ଭିତ୍ତିକ । କାରଣ ଏହି ବେଶ…

ସନେଟ : ନୀରବତା

ରଞ୍ଜିତା ରାଣୀ ହୋତା ତୁମ ନୀରବତା କାଳେକାଳେ ନୀଳ ସାଗର ଉର୍ମି ସମ, ବାରବାର ଆସି ମଥା ପିଟିଯାଏ ହୃଦ ଉପକୂଳ ମମ । ଶବ୍ଦହୀନ ସେ ଓଠର ନିବୁଜ ଭୀରୁ କମ୍ପନ ସାଥେ, କେତେ ଅପାଶୋରା , ଅୟୁତ ଅଲିଭା କଥା ନ କହିଛ ମତେ। ଆନତ ଆନନେ ଅଭିମାନ ରେଖା ଆଙ୍କି ଆସିଛ ଯେବେ ଆୟତ ମୋହର ନୟନ…

କଂଗ୍ରେସ ସରକାରରେ ବିଜୁଳି ରହୁନଥିଲା, ତେଣୁ ଜନସଂଖ୍ୟା ବଢ଼ିଯାଇଛି: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

ହୁବୁଳି: କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଗୁରୁବାର କଂଗ୍ରେସକୁ ଟାର୍ଗେଟ କରିବାକୁ ଯାଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ଯେଉଁଥିରେ ସେ ଜନସଂଖ୍ୟା ବଢ଼ିବାରା କାରଣ ବାବଦରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ସରକାର ସମୟରେ ବିଜୁଳି ସେବା କମ୍ ରହୁଥିଲା।…

ନବ ଦାସଙ୍କ ଝିଅ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ନେଇଗଲେ ସାଇବର ଠକ

ସମ୍ବଲପୁର: ସାଇବର ଠକେଇର ଶିକାର ହେଲେ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ । ସେ ଦେଢ ଲକ୍ଷ ଟଙ୍କାର ଠକେଇର ଶିକାର ହେଇଛନ୍ତି । ଏ ନେଇ ସେ ସମ୍ବଲପୁର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସମ୍ବଲପୁର ମୋଦୀପଡା ହେଉଛି ଦୀପାଳିଙ୍କ ପୈତୃକ ଘର । ଅଇଁଠାପାଲିରେ ତାଙ୍କର…

ବୃନ୍ଦାବନ ମହୋତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସହଯୋଗରେ ବୃନ୍ଦାବନ ଗୁରୁକୁଳ ତରଫରୁ ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ କାର୍ଯ୍ୟକ୍ରମ ଅଷ୍ଟମ ବୃନ୍ଦାବନ ମହୋତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି।…

ବିରୋଧୀ ଯେଉଁଠି ରେଡ୍ ସେଇଠି !

ଭୁବନେଶ୍ୱର: କୌଣସି ନିର୍ବାଚନ ଆସିଲେ ବିରୋଧୀ ଦଳର ନେତାଙ୍କ ଉପରେ ସିବିଆଇ, ଇଡି ଓ ଇନକମ ଟ୍ୟାକ୍ସ ଚଢ଼ାଉ କରାଯାଏ ବୋଲି ଅଭିଯୋଗ ହୋଇଆସୁଛି। କେନ୍ଦ୍ରର ବିଜେପି ସରକାର ଏହାକୁ ଅସ୍ତ୍ର କରି ବିରୋଧୀଙ୍କ ଉପରେ ଚାପ ସୃଷ୍ଟି କରୁଥିବା ଅଭିଯୋଗ ହେଉଛି। ଏପରିକି ବିଭିନ୍ନ ରାଜ୍ୟରେ ଏବେ ସିବିଆଇ…

କିଡ୍‌ନୀ ଜନିତ ସମସ୍ୟାରୁ ଦୂରେଇ ରହିବା ପାଇଁ ଜୀବନଶୈଳୀରେ ପରିବର୍ତ୍ତନ ଆବଶ୍ୟକ

ଭୁବନେଶ୍ୱର: ଭାରତରେ ପ୍ରତି ୧ ଲକ୍ଷରେ ୮୦ ଜଣ ବ୍ୟକ୍ତି କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିବା ବେଳେ ସାରା ବିଶ୍ୱରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ପ୍ରାୟ ୮୦ କୋଟିରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ରୋଗୀ ଅବସ୍ଥା ଜଟିଳ ହେବା ସମୟରେ ହସ୍ପିଟାଲ୍‌କୁ ଆସିଥାନ୍ତି । ତେଣୁ କିଡ୍‌ନୀ…