Latest Odisha News

BREAKING NEWS

ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର: ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆପୋଲ ହସ୍ପିଟାଲରେ ତୁରନ୍ତ ଅସ୍ତ୍ରୋପଚାର ସତ୍ତ୍ୱେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ହୋଇଛି । ନବ ଦାସଙ୍କ ପରଲୋକ ନେଇ ଆପୋଲ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ପ୍ରାୟ ୧୨ଟା ବେଳେ ବ୍ରଜରାଜନଗରରେ…

ମନ୍ତ୍ରୀଙ୍କୁ ଗୁଳି ମାରିଥିବା ଏଇ ଗୋପାଳକୃଷ୍ଣ କିଏ ? କେମିତି ହେଲେ ASI

ଭୁବନେଶ୍ୱର:  ଦିନ ଦ୍ବିପହରରେ ବ୍ରଜରାଜନଗରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବଙ୍କୁ ଗୁଳିମାଡ଼ ଘଟଣା ପୋଲିସ ପ୍ରସାଶନକୁ ଏକ ଖୋଲା ଚାଲେଞ୍ଜ । ସବୁଠାରୁ ବଡ କଥା ହେଉଛି, ଜଣେ ପୋଲିସ କର୍ମଚାରୀ ମନ୍ତ୍ରୀଙ୍କୁ ଗୁଳି କରିଛନ୍ତି । ଏହିଂ ପିଲିସ କର୍ମଚାରୀ ହେଉଛନ୍ତି ASI ଗୋପାଳକୃଷ୍ଣ ଦାସ । ତେବେ ଏହି…

ମନ୍ତ୍ର ଧ୍ବନୀରେ କମ୍ପୁଛି ଖଣ୍ଡଗିରି

ଭୁବନେଶ୍ବର: ମନ୍ତ୍ରଧ୍ବନୀରେ କମ୍ପୁଛି ଖଣ୍ଡଗିରି ପାହାଡ଼ର ଗୁମ୍ଫା । ଚାଲିଛି  ବିଶ୍ବ ପ୍ରସିଦ୍ଧ ଖଣ୍ଡଗିରି ମାଘ ମେଳା । ବିଶ୍ବ କଲ୍ୟାଣ ପାଇଁ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁ ସନ୍ଥମାନେ ଦେଉଛନ୍ତି ଆହୂତି । ୯ ଦିନ ଧରି ଚାଲିବ ଏହି ସାଧୁ ସନ୍ଥଙ୍କ ମେଳି । ଖଣ୍ଡଗିରି ପାହାଡ଼…

ମହାଙ୍ଗା ପଡ଼ିଲା ଚାବିରେ ଖେଳିବା: ପଶିଗଲା ମୁହଁରେ, ହେଲା ପ୍ଲାଷ୍ଟିକ୍ ସର୍ଜରୀ

ଗାଡ଼ି ଚାବିରେ ଖେଳି ଖେଳି ଯିବା ଅନେକଙ୍କର ଅଭ୍ୟାସ । ହେଲେ ଏହା ବଦ୍‌ଅଭ୍ୟାସ ଅନେକ ସମୟରେ ପ୍ରମାଣିତ ହୁଏ । ଏମିତି ଏକ ବଦଅଭ୍ୟାସ ଜଣେ ମହିଳାଙ୍କ ପାଇଁ ଘାତକ ସାବ୍ୟସ୍ତ ହୋଇଛି । ନିଜ କାର ଚାବିରେ ଅନ୍ୟମନସ୍କ ଭାବେ ଖେଳି ଖେଳି ଯାଉଥିବା ସମୟରେ ଚାବି ତାଙ୍କ ମୁହଁରେ ପଶିଯିବା ସହ ସେ…

୫୦ ହଜାର ବର୍ଷ ପରେ ଦୃଶ୍ୟମାନ ହେବ ଧୂମକେତୁ; ସୋମବାରଠାରୁ ଓଡ଼ିଶାରେ ଖାଲି ଆଖିରେ ଦେଖିବେ ଲୋକେ

ଭୁବନେଶ୍ୱର: ପ୍ରାୟ ୫୦ ହଜାର ବର୍ଷ ପରେ ପ୍ରଥମ ଥର ପାଇଁ ଏକ ଧୂମକେତୁ ଦୃଶ୍ୟମାନ ହୋଇଛି । ଏହି ନୂଆ ଧୂମକେତୁ ଖାଲି ଆଖିକୁ ଦେଖାଯିବ । ସବୁଠାରୁ ବଡ କଥା ହେଉଛି ଏହି ଧୂମକେତୁ ଖାଲି ଆଖିରେ ଓଡ଼ିଶାରେ ୪ ଦିନ ପାଇଁ ଦେଖାଯିବ । ଏହି ଧୂମକେତୁର ନାମ C/2022 E3 ରଖାଯାଇଛି । ଏହି ଧୂମକେତୁ…

କାଶ୍ମୀରକୁ ଭୁଲିଯାଅ ଭାରତ ସହ ବନ୍ଧୁତା କର : ସାଉଦି ଆରବ

ନୂଆଦିଲ୍ଲୀ : ବର୍ତ୍ତମାନ ସମୟରେ  ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ ଦେଖାଦେଇଛି । ଦେଶରେ ସମସ୍ତ ଦୈନିକ ବ୍ୟବହାର ସାମଗ୍ରୀର ଦର ଆକାଶଛୁଆଁ ହୋଇଯାଇଛି । ସବୁଠୁ ବଡ଼ କଥା ହେଉଛି ଏଭଳି ସ୍ଥିତିରେ ମୁସଲିମ୍ ଦେଶମାନେ ପାକିସ୍ତାନର ହାତ ମଧ୍ୟ ଛାଡ଼ିବାରେ ଲାଗିଛନ୍ତି । ଯେଉଁମାନେ ପୂର୍ବରୁ…

ରାମ ଜନ୍ମଭୂମିରୁ ଶ୍ରୀ ଜଗ୍ନନାଥ ଧାମ, ତାହା ପୁଣି ଶୂନ ଗାଡିରେ

ସୁବର୍ଣ୍ଣପୁର(ପ୍ରକାଶ ଚନ୍ଦ୍ର ବେବର୍ତ୍ତା): କୁହାଯାଏ ଦୃଢ ଇଚ୍ଛା ଶକ୍ତି ଥିଲେ ସବୁ କାର୍ଯ୍ୟ ସମ୍ଭବ । ବ୍ୟକ୍ତି ଯଦି କିଛି କରିବା ପାଇଁ ଭାବେ ତାହା ନିଶ୍ଚିନ୍ତ ସଫଳ ହୁଏ । ଏମିତି ମନୋବଳ ନେଇ ଅଯୋଧ୍ୟାରୁ ପୁରୀ ଆସିଛନ୍ତି ଶ୍ରୀ ଜଗଦୀଶ ମହାରାଜ ।  ବୟସ ୮୦ ଟପିଲାଣି । ହାତ ଗୋଡ ଥରୁଛି ।…

ଗାଁରେ ରୁହନ୍ତି କେବଳ ବଳାତ୍କାରୀ

ଶୀର୍ଷକ ପଢିଲା ପରେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ୱଭାବିକ । ଆପଣମାନେ ଭାବୁଥିବେ ଏମିତି ଏକ ଗାଁ ଅଛି ଯେଉଁଠି କେବଳ ହୁଏତ ବଳାତ୍କାରୀ ହିଁ ବସବାସ କରନ୍ତି । କଥାଟି ସତ , କିନ୍ତୁ ସତ ପଛର କାହାଣୀ କିଛି ଅଲଗା । ଆମେରିକାର ଫ୍ଲୋରିଡ଼ା ସହରଠାରୁ ପ୍ରାୟ ଦୁଇ ମାଇଲ ଦୂରରେ ରହିଛି ଏମିତି ଏକ…

ପିଲାମାନଙ୍କ ମନରେ ମାତୃଭାଷା ପ୍ରୀତି ଜାଗ୍ରତ ହେଉ : ସ୍ଵପ୍ନା ମିଶ୍ର

ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ୱଳ ନକ୍ଷତ୍ର ସ୍ୱପ୍ନା ମିଶ୍ର । ଭାବ ଭାଷା ଓ ଚରିତ୍ରର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର କଳେବର ସବୁବେଳେ ଜୀବନ୍ତ। ଚରିତ୍ରମାନଙ୍କ ଅନ୍ତର୍ଚେତନାରୁ କୌଶଳ କ୍ରମେ ଗଭୀର ଅନୁଭବକୁ ନିଜ ଭିତରକୁ ସଞ୍ଚାରି ଆଣି ତାକୁ ନେଇ ସେ ସୃଷ୍ଟି କରନ୍ତି କବିତା, ଗଳ୍ପ ଓ…

ଚୀନ୍‌ ପାଇଁ ୧୩୫ କିଲୋମିଟର ରାସ୍ତା ପ୍ରସ୍ତୁତ କଲା ଭାରତ

ନୂଆଦିଲ୍ଲୀ : ଭାରତୀୟ ସୀମା ପ୍ରତି ଚୀନ୍‌ର ମନୋଭାବ କେବେ ବିଶ୍ୱାସଯୋଗ୍ୟ ନୁହେଁ। ସମୟ ସମୟରେ ଚୀନ୍ ଏପରି କାର୍ଯ୍ୟ କରିଥାଏ, ଯାହା ନିଜକୁ ଭୁଲ ବୋଲି ପ୍ରମାଣ କରିଥାଏ  । ହେଲେ ଗତ କିଛି ବର୍ଷ ମଧ୍ୟରେ ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଚୀନ୍‌କୁ ଅନେକ ଥର ପଛକୁ ଫେରାଇ ଆଣିବା ପାଇଁ କାର୍ଯ୍ୟ…