‘କୁଖ୍ୟାତ କଏଦୀଙ୍କ ସହ ସିସୋଦିଆ’, ଜେଲରେ ହତ୍ୟା କରିବାକୁ ଷଡ଼ଯନ୍ତ୍ର ହୋଇଥିବା ‘ଆପ୍’ର ଅଭିଯୋଗ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ଗିରଫଦାରୀକୁ ନେଇ ରାଜନୀତି ଥମୁନି । ଆମ୍ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, କେନ୍ଦ୍ର ସରକାରଙ୍କ ଷଡ଼ଯନ୍ତ୍ର ପାଇଁ ଆଜି ଜେଲରେ ମନୀଷ ସିସୋଦିଆ । ତାଙ୍କୁ ଷଡ଼ଯନ୍ତ୍ର କରି ତିହାରର ୧ ନମ୍ବର ଜେଲରେ…