ପରିବା ବିକି ଘରକୁ ଫେରୁଥିଲେ, ଚାପିଦେଲା ଭ୍ୟାନ
କେନ୍ଦୁଝର: ହାଟକୁ ପରିବା ନେଇ ଯାଇଥିଲେ । ବେପାର ସାରି ପଇସା ହିସାବ କରି ଘରକୁ ଫେରୁଥିଲେ । ହେଲେ ଘରେ ପହଞ୍ଚି ପାରିଲେନି । ଅଧାବାଟରେ ଯେମିତି ଛକି ବସିଥିଲା ଯମଦୂତ । ସାମ୍ନାପଟୁ ଆସି ଚାପିଦେଲା ଭ୍ୟାନ । ଚାଲିଗଲା ୪ ଜଣ ପରିବା ବିକାଳିଙ୍କ ଜୀବନ । ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ ।…