ବସନ୍ତଙ୍କୁ ସମ୍ବର୍ଦ୍ଧିତ କଲେ ସିଏବି, ଓସିଏ
କଲିକତା: ଓଡିଶାର ଅଭିଜ୍ଞ ପେସ ବୋଲର ବସନ୍ତ ମହାନ୍ତି ବେଙ୍ଗଲ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ ଖେଳିଛନ୍ତି । ରଣଜୀ ଟ୍ରଫିର ଏହି ମୁକାବିଲାରେ ଓଡିଶା ଚମତ୍କାର ପ୍ରଦର୍ଶନ କରି ବେଙ୍ଗଲକୁ ପରାସ୍ତ କରିଛି । ଶୁକ୍ରବାର ଓଡିଶା କ୍ରିକେଟ ଆସୋସିଏଶନ ବସନ୍ତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।…