ବୟସ ହାର ମାନିଲା: ଦୌଡ଼ ପ୍ରତିଯୋଗିତାରେ ପ୍ରଥମ ହେଲେ ୯୮ ବର୍ଷୀୟା ମହିଳା
କଥାରେ ଅଛି ବୟସ କେବଳ ଏକ ସଂଖ୍ୟା । ବଢୁଥିବା ବୟସରେ ଅନେକ ଲୋକ ହତାଶ ହୋଇ ନିଜ ଜୀବନକୁ ପରିସ୍ଥିତି ଉପରେ ଛାଡିଦିଅନ୍ତି । କିନ୍ତୁ କିଛି ଲୋକ ଅଛନ୍ତି ଯେଉଁମାନେ ବୟସକୁ ଏକ ସଂଖ୍ୟା ଭାବରେ ବିବେଚନା କରିବା ସହ ନିଜ ସଉକରେ ଆଗକୁ ବଢନ୍ତି । ଜଣେ ୯୮ ବର୍ଷୀୟା ମହିଳା ଦୌଡ଼ ପ୍ରତିଯୋଗିତାରେ ଭାଗ…