ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍ ଜିତିଲା ଭାରତ, ରାଙ୍କିଂ ଲିଷ୍ଟର ଶୀର୍ଷରେ ଟିମ୍ ଇଣ୍ଡିଆ
ଇନ୍ଦୋର: ୯୦ ରନରେ ଭାରତ, ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚକୁ ଜିତିବା ସହ ୩ ଟିକିଆ ଦିନିକିଆ ମ୍ୟାଚ୍ ସିରିଜକୁ କ୍ଲିନ୍ ସୁଇପ୍ କରିଛି । ବିଜୟ ସହ ଭାରତ ଦିନିକିଆ ଫର୍ମାଟରେ ଇଂଲଣ୍ଡକୁ ପଛରେ ପକାଇ ବିଶ୍ୱର ଶ୍ରେଷ୍ଠ ଟିମ୍ ଭାବେ ଆଇସିସି ରାଙ୍କିରେ ସ୍ଥାନ ପାଇଛି ।
ଆଜିର…