Latest Odisha News

BREAKING NEWS

୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ

ଝାରସୁଗୁଡା: ବ୍ରଜରାଜନଗର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଏକ ରାକେଟ୍‌କୁ ଧରିବାରେ ସଫଳ ହୋଇଛି। ଏହି ଘଟଣାରେ ୨ଜଣ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୬୨ କିଲୋ ୬୦ ଗ୍ରାମ ଗଞ୍ଜେଇ, ଗୋଟିଏ ସ୍କୁଟି (ଓଡ଼ି ୨୩ ୟୁ ୧୧୦୬), ଗୋଟିଏ ମୋବାଇଲ୍ ଫୋନ୍…

OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ

ଭୁବନେଶ୍ବର:ରଶ୍ମିରଞ୍ଜନ ସ୍ବାଇଁ ହେଲେ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ । ଶୁକ୍ରବାର ରାଜ୍ୟ ସରକାର ଜମ୍ମୁ ଓ କାଶ୍ମୀରର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ରଶ୍ମିରଞ୍ଜନ ସ୍ୱାଇଁଙ୍କୁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ ଭାବେ…

Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରିକଲା ଶାସକ ବିଜେପି । ଦୁଇ ଧାଡ଼ିର ହ୍ୱିପ ଜାରି କରିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ । ଆସନ୍ତା ୧୬ ତାରିଖ ଅର୍ଥାତ ରାଜ୍ୟସଭା ନିର୍ବାଚନ ଦିନ ସମସ୍ତ ବିଜେପି ବିଧାୟକ ମାନେ ବିଧାନସଭାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ…

‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍‌ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’

ଭୁବନେଶ୍ବର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପ୍ରସାର ଭାରତୀ ଓଡ଼ିଶାରେ ବ୍ୟାପକ ରେଡିଓ ଏବଂ ଟେଲିଭିଜନ ପ୍ରସାରଣ ସେବା ଜାରି ରଖିଛି । କେନ୍ଦ୍ର ସୂଚନା ଓ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ ଆଜି ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି, ଓଡ଼ିଶାରେ…

Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ…

ନୂଆଦିଲ୍ଲୀ: ସାରା ଦେଶରେ ମହିଳା ଏବଂ ଛାତ୍ରୀମାନଙ୍କ ପାଇଁ ମାସିକ ଋତୁସ୍ରାବ ଛୁଟି ଉପରେ ଏକ ଜାତୀୟ ନୀତି ଦାବି କରୁଥିବା ଏକ ଜନହିତକର ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଆଇନ ମାଧ୍ୟମରେ ଏହାକୁ ବାଧ୍ୟତାମୂଳକ କରିବା ଦ୍ଵାରା ବିପରୀତ ପ୍ରଭାବ…

ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା

କୋଲକାତା: ଆଇପିଏଲ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ ରାଇଡର୍ସକୁ ଶକ୍ତ ଧକ୍କା ଲାଗିଛି । ଦଳର ଯୁବ ପେସ ବୋଲର ହର୍ଷିତ ରାଣା ଆଘାତ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ସିଜନରୁ ଓହରି ଯାଇଛନ୍ତି । ସେ ଆଇପିଏଲ ୨୦୨୬ରେ ନ ଖେଳିଲେ ମଧ୍ୟ ୪ କୋଟି ଟଙ୍କା ପାଇବେ । ଟି୨୦ ବିଶ୍ୱକପ ୨୦୨୬ ୱାର୍ମ…

ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ

ନୂଆଦିଲ୍ଲୀ: ଜିମ୍ବାୱେର ପେସ ବୋଲର ବ୍ଲେସିଙ୍ଗ ମୁଜାରବାନୀ ଆଇପିଏଲ ୨୦୨୬ରେ କେକେଆର ପକ୍ଷରୁ ଖେଳିବେ । ସେ ମୁସ୍ତାଫିଜୁର ରହେମାନଙ୍କ ବଦଳରେ ଦଳରେ ସାମିଲ ହୋଇଛନ୍ତି । କେକେଆର ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ ହେବ । ୧୭ରେ ସେ ଟିମ ସହିତ ଯୋଗଦେବେ । ଆଇପିଏଲ…

ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…

କଟକ: କଟକ ଜିଲ୍ଲା ସାଲେପୁର ଥାନା ଫୋଗଳ ଗାଁରେ ଅଭାବନୀୟ ଘଟଣା ଘଟିଛି । ଜମିବାଡି ଝଗଡାରୁ ସାନ ଭାଇ, ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ବଡ଼ ଭାଇଙ୍କ ପୁଅ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି । ମୃତକ ଦୁଇ ଜଣ ହେଲେ ସେକ୍ ସମସେର ଓ କୂଳସୁନ ବିବି ।…

‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ…

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜି ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’କୁ ଉଦଘାଟନ କରି ‘ବିକଶିତ ଓଡ଼ିଶା @୨୦୩୬’ ଅଧୀନରେ ରାଜ୍ୟର ଦୂରଦୃଷ୍ଟି ଉପସ୍ଥାପନ କରିଛନ୍ତି। ଅର୍ଥନୈତିକ ଅଭିବୃଦ୍ଧି…

ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ୨୦୨୬ରେ ଭାରତ ଚାମ୍ପିୟନ ହୋଇଛି । ରେକର୍ଡ ତୃତୀୟ ଓ କ୍ରମାଗତ ଦ୍ୱିତୀୟ ଥର ପାଇଁ ଭାରତ ଟାଇଟଲ ହାସଲ କରିଛି । ଆଇସିସି ଓ ଏହା ସହିତ ଜଡିତ ବ୍ରାଣ୍ଡମାନେ ମଧ୍ୟ ବେଶ ଫାଇଦାରେ ରହିଛନ୍ତି । ଏକ ରିପୋର୍ଟ ମୁତାବକ ଏହି ବିଶ୍ୱକପରେ ବିଜ୍ଞାପନ ଏବଂ ଅନ୍ୟ ବାବଦକୁ ୧୫୦୦…