Latest Odisha News

BREAKING NEWS

ରାଜ୍ୟରେ ଲାଗୁ ହେବ ୟୁସିସି ! ବଦଳିବ ବହୁତ ନିୟମ, ସମସ୍ତଙ୍କୁ ମିଳିବ ସମାନ ଅଧିକାର

ଭୁବନେଶ୍ୱର: ୨୦୨୯ ସୁଦ୍ଧା ଏନ୍‌ଡ଼ିଏ ନେତୃତ୍ୱାଧୀନ ୨୧ ଟି ରାଜ୍ୟରେ ସମାନ ନାଗରିକ ସଂହିତା ବା ୟୁସିସି ଲାଗୁ ହେବା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଛନ୍ତି। ଏହା ଘୋଷଣା ପରେ ଓଡ଼ିଶାରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଓଡ଼ିଶାରେ ୟୁସିସି ପ୍ରକ୍ରିୟା ଆରମ୍ଭ ହେବାର…

୨ ହଜାରରୁ ଅଧିକ UPI ନେଣଦେଣ କଲେ ଲାଗିବ କି ଚାର୍ଜ, ଜାଣନ୍ତୁ କଣ ରହିଛି ନୂଆ ନିୟମ…

ନୂଆଦିଲ୍ଲୀ: ବ୍ୟାଙ୍କ କିମ୍ବା ପେମେଣ୍ଟ ସିଷ୍ଟମ ପ୍ରଦାନକାରୀମାନେ ୨ ହଜାର ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ବ୍ୟବହାର କରି କରାଯାଇଥିବା ପେମେଣ୍ଟ ଉପରେ କୌଣସି ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଶୁଳ୍କ ଆଦାୟ କରିପାରିବେ ନାହିଁ। ୨ ହଜାରରୁ ଅଧିକ UPI ପେମେଣ୍ଟ ପାଇଁ ପଥ…

ଏଥିପାଇଁ ଓଡିଶାର ୧୦୬ ଏକର ଜମି ନେବ ଆନ୍ଧ୍ର !

ରାୟଗଡ଼ା: ବଂଶଧାରା ନଦୀ ଉପରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡିଶାର ୧୦୬ ଏକର ସରକାରୀ ଜମି ଯିବ । ଏହାକୁ ବିରୋଧ କରି ଦଣ୍ଡକାରଣ୍ୟ ବିକାଶ ମଗାମଞ୍ଚ ପକ୍ଷରୁ ଗୁଣୁପୁର ଉପଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ନୀରବ ସତ୍ୟାଗ୍ରହ ପାଳନ କରାଯାଇଛି । ଜମି ହସ୍ତାନ୍ତର…

ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି

ଭୁବନେଶ୍ୱର: ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅକ୍ଟୋବର ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏନେଇ ମଙ୍ଗଳବାର ଦିନ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ଆମେ ଏନେଇ ଏକ ପ୍ରସ୍ତାବ ପଠାଇଛୁ। ରାହୁଲ ଗାନ୍ଧୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା…

ପୁଣି ଡରାଇଲା ଅକ୍ଟୋବର! ୨୦ ରେ ଲଘୁଚାପ, ଆସୁଛି ୩ଟି ବାତ୍ୟା

ଭୁବନେଶ୍ୱର: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଆସିପାରେ ୩ଟି ବାତ୍ୟା! ଭାରତ ମହାସାଗରରେ ଆସିପାରେ ୩ଟି ଟ୍ରପିକାଲ ସାଇକ୍ଲୋନ୍। ଝଡ଼ର ତୀବ୍ରତା ଓ ଅବଧିକୁ ମାପୁଥିବା Power Dissipation Index-PDI ତଥ୍ୟ କୁ ଆଧାର କରି କିଛି ଏଭଳି ସଙ୍କେତ ଦେଇଛି ଇସ୍ରୋ। ଅନ୍ୟପଟେ ଆମେରିକାର ଜିଏଫ୍‌ଏସ୍,…

ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଉଦ୍ଧାର କରାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନଙ୍କ ମାନସିକ ଚାପ ହ୍ରାସ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଏକ ଖୋଲା ଆକାଶ ତଳକୁ ସ୍ଥାନାନ୍ତର କରିବା ନେଇ ବିଚାରବିମର୍ଶ କରୁଛନ୍ତି। ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ…

Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ନୂଆଖାଇ ପର୍ବ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସାହ ଓ ଉଦ୍ଦୀପନାରେ ମୁଖରିତ ହୋଇଉଠିଥିବା ବେଳେ ସମ୍ବଲପୁରସ୍ଥିତ ମା’ ସମଲେଶ୍ୱରୀଙ୍କ ନିକଟରେ 'ନବାନ୍ନ' ଲାଗି କରାଯାଇଛି। ଚଳିତ ଋତୁର ପ୍ରଥମ ନୂଆ ଚାଉଳରୁ ପ୍ରସ୍ତୁତ ଅନ୍ନକୁ ନବାନ୍ନ ରୂପେ ମାଙ୍କ ନିକଟରେ ଲାଗି କରାଯାଇଛି। ଏହି…

ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର

ମୁମ୍ବାଇ : ମାତ୍ର ୧୫ ବର୍ଷ ବୟସରେ ବିହାରର କ୍ରିକେଟ୍ ସେନ୍ସେସନ୍ ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର୍ ଆକ୍ରମଣାତ୍ମକ ବ୍ୟାଟିଂ ବଳରେ ଭାରତୀୟ କ୍ରିକେଟ୍ ଏବଂ ଆଡଭର୍ଟାଇଜିଂ ଜଗତରେ ଏକ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଆଇପିଏଲ୍ ଏବଂ ଆନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ନିଜର ଚମତ୍କାର…

ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…

ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦରରେ ଆବଶ୍ୟକୀୟ ଇମିଗ୍ରେସନ୍ କ୍ଲିୟରାନ୍ସ ବିନା ଭାରତରୁ ତିନି ଜଣ ବିଦେଶୀ ନାଗରିକଙ୍କ ପ୍ରସ୍ଥାନ ଘଟଣାରେ କେନ୍ଦ୍ର ସରକାର ଏୟାର ଇଣ୍ଡିଆକୁ ସମନ ଜାରି କରିଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (MoCA) "ଗମ୍ଭୀର ସୁରକ୍ଷା ଏବଂ ଇମିଗ୍ରେସନ୍ ତ୍ରୁଟି"…

୧୯ରୁ ଫେରିଯିବ ମୌସୁମୀ ବାୟୁ…

ଭୁବନେଶ୍ୱର: ଦେଶର ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖରେ ଉତ୍ତର-ପୂର୍ବ, ଉତ୍ତର ଭାରତ ଏବଂ ପୂର୍ବ ଭାରତର ଅନେକ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। IMD ଅନୁଯାୟୀ, ସେପ୍ଟେମ୍ବର ୧୯ ତାରିଖ…