ପରଲୋକରେ ଅଭିନେତା ପିଣ୍ଟୁ ନନ୍ଦ
ଓଡ଼ିଶା ସମ୍ବାଦ ବ୍ୟୁରୋ: ପରୋଲକରେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ। ହାଇଦ୍ରାବାଦର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ହୋଇଥିଲା। ଅଭିନେତା ଶ୍ରୀତମ ଦାସ ପିଣ୍ଟୁଙ୍କ ମୃତ୍ୟୁ ବାବଦରେ ସୋଶିଆଲ ମିଡିଆରେ ଟୁଇଟ୍ କରି ସୂଚନା…