ନିର୍ମାଣ ଶ୍ରମିକଙ୍କ ସୁରକ୍ଷା,ଆର୍ଥିକ ବିକାଶ ନେଇ ଆଲୋଚନା
ସୁବର୍ଣ୍ଣପୁର: ଓଡିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ସୁବର୍ଣ୍ଣପୁର ନୂତନ ଟାଉନ ହଲଠାରେ ଏକ ମେଗା ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶ୍ରମ ଅଧିକାରୀ ଦିଲେଶ୍ୱର ଖାଖାଙ୍କ ପରିଚାଳନାରେ ଆୟୋଜିତ ଏହି ଶିବିରରେ ଓଡିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ…