୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ: ବଢିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ୍
ଭୁବନେଶ୍ୱର : ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ୍ ବୃଦ୍ଧି ପାଇଛି । ଏହା ପିଛିଲା ଭାବେ ଜାନୁଆରୀ ୧, ୨୦୨୨ରୁ ଲାଗୁ କରାଯିବ । ଏହାଦ୍ୱାରା ୧୫ ହଜାର ୭୧୧ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅତରିକ୍ତ ୨୯୦…