ଆନ୍ଦୋଳନରୁ ଓହରିଲେ, କୁସ୍ତିଯୋଦ୍ଧା ସଂଘ ସଭାପତିଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଭାରତୀୟ କୁସ୍ତିଯୋଦ୍ଧା ସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଆସିଥିବା ଯୌନ ଶୋଷଣ ଅଭିଯୋଗର ତଦନ୍ତ ହେବ। ଏଥିପାଇଁ ଏକ ୭ ଜଣିଆ କମିଟି ଗଠନ କରାଯାଇଛି। ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍ ଦ୍ୱାରା ଏହି କମିଟି ଗଠନ କରାଯାଇଛି। କମିଟିର ସଦସ୍ୟମାନେ…