କନଷ୍ଟେବଳ ପରୀକ୍ଷାର ନକଲି ପ୍ରଶ୍ନପତ୍ର ଭାଇରାଲ ଘଟଣା: ସାମ୍ବାଦିକ, ଯୁବକଙ୍କ ନାଁରେ ମାମଲା
ବ୍ରହ୍ମପୁର: ପୋଲିସ କନଷ୍ଟେବଳ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ଦୁଇ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ଥାନାରେ ମାମଲା ରୁଜୁ ହୋଇଛି। ବ୍ରହ୍ମପୁର ଟାଉନ ଥାନାର ଏସଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତି କରି ଦୁଇ ଯୁବକଙ୍କ ନାଁରେ…