ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଡ଼ିଆଳ ବ୍ଲକ୍ ବିଡିଓ ଗିରଫ
ନୂଆପଡ଼ା: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖଡ଼ିଆଳ ବିଡିଓ ନାରାୟଣ ସାହୁ। ତାଙ୍କ ପାଖରେ ଆୟ ଠାରୁ ୧୦୬ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରାଯାଇଛି। ବେଆଇନ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବିଡିଓଙ୍କ ବାସଭବନରେ ଚଢାଉ କରିଥିଲା। ଏହି ଚଢ଼ାଉରେ…