Latest Odisha News

BREAKING NEWS

ଭ୍ୟାକ୍ସିନ ୱାର ଶୁଟିଂ ଅବସରରେ ଆହତ ହେଲେ ପଲ୍ଲବୀ

ମୁମ୍ବାଇ: ଦି କଶ୍ମୀର ଫାଇଲ୍ସର ନିର୍ଦ୍ଦେଶକ ତଥା ବିବେକ ଅଗ୍ନିହୋତ୍ରୀଙ୍କ ପତ୍ନୀ ପଲ୍ଲବୀ ଯୋଶୀ ଆଜି ଦୁର୍ଘଟଣାରେ ଆହତ ହୋଇଛନ୍ତି । ଦି ଭ୍ୟାକ୍ସିନ ୱାର ଶୁଟିଂ ଅବସରରେ ଏକ କାର ଭାରସମ୍ୟ ହରାଇ ତାଙ୍କୁ ଧକ୍କା ଦେଇଥିଲା । ଗାଡି ମାଡ ହେବା ପରେ ପଲ୍ଲବୀଙ୍କୁ ସଙ୍ଗେ ସଙ୍ଗେ ହାଇଦ୍ରାବାଦର ଏକ…

ହାଫିଜର ଭିଣୋଇ ଅବଦୁଲ ରେହମାନ ବିଶ୍ୱ ଆତଙ୍କବାଦୀ ଘୋଷିତ

ନୂଆଦିଲ୍ଲୀ: କୁଖ୍ୟାତ ଆତଙ୍କବାଦୀ ହାଫିଜ ସଏଦର ଭିଣୋଇ ଅବଦୁଲ ରେହମାନ ମକ୍କିଙ୍କୁ ଆଜି ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ବିଶ୍ୱ ଆତଙ୍କବାଦୀ ଘୋଷିତ କରାଯାଇଛି । ଲଶ୍କର-ଇ-ତୋଇବାର ମକ୍କି ୨୬/୧୧ ଘଟଣାର ମାଷ୍ଟର ମାଇଣ୍ଡ । ଏହି ଘୋଷଣା ପରେ ପାକିସ୍ତାନରେ ହଇଚଇ ସୃଷ୍ଟି ହୋଇଛି ।…

ଚା’ ଦୋକାନ ପାଇଁ ଛାଡ଼ିଦେଲେ ବ୍ରିଟିଶ କାଉନ୍ସିଲ୍ ଚାକିରି

ନୂଆଦିଲ୍ଲୀ: ବାଣିଜ୍ୟେ ବସତି ଲକ୍ଷ୍ମୀ । ବ୍ୟବସାୟ ଯେଉଁଠି ଲକ୍ଷ୍ମୀଙ୍କ ବସିତି ସେଇଠି । ସେଥିପାଇଁ ସେ ସୁନ୍ଦର ଚାକିରି, ଉଚ୍ଚ ଦରମାକୁ ଏଡାଇ ଦେଇ ବାଣିଜ୍ୟ ବ୍ୟବସାୟ କରିବାକୁ ଆଗେଇ ଆସିଲେ । ବ୍ରିଟିଶ କାଉନସିଲ ପରି ଚାକିରି ଛାଡ଼ି ଶେଷରେ ଚା’ ଦୋକାନ କରିବାକୁ ଆଗେଇ ଆସିଲେ । ସମସ୍ତେ…

କେନ୍ଦ୍ରାପଡ଼ାରେ ୧୨ ଘଣ୍ଟିଆ ଅଖ ଚକ ବନ୍ଦ

କେନ୍ଦ୍ରାପଡା: ଆଜି କେନ୍ଦ୍ରାପଡ଼ା ବନ୍ଦ ପାଳନ ଡାକରା ଦିଆଯାଇଛି  । ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ  । କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅନ୍ୟତ୍ର ସ୍ଥାନାନ୍ତର ପ୍ରତିବାଦରେ ଆଜି ବାର ଘଣ୍ଟିଆ କେନ୍ଦ୍ରାପଡା ପୌରାଞ୍ଚଳ ବନ୍ଦ ଡାକରା ଦିଆଯାଇଛି l “କେନ୍ଦ୍ରାପଡା…

ପୂର୍ବତନ ସରପଞ୍ଚଙ୍କ ଘରେ ବୋମା ମାଡ଼

ବାଙ୍କୀ : ବାଙ୍କୀ କୁସପଙ୍ଗି ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ବାସଭବନରେ ବୋମାମାଡ଼ । ସରପଞ୍ଚ ପୁଷ୍ପଲତା ପରିଡାଙ୍କ ନିସ୍ତିପୁର ସ୍ଥିତ ଘରେ ବୋମାମାଡ଼ ହୋଇଛି । ବିଳମ୍ବିତ ରାତିରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ବୋମାମାଡ଼ରେ ବାସଭବନରେ ଥିବା ବୋଲର ଓ ଟାଟାଏସିର କିଛି ଅଂଶ ନଷ୍ଟ…

କାମ କରୁଛନ୍ତି ହେଲେ ମିଳୁନି ଦରମା, ମେଡିକାଲ ସମ୍ମୁଖରେ ଧାରଣାରେ ବସିଲେ କର୍ମଚାରୀ

ଅନୁଗୁଳ: କାମକୁ କାମ କରୁଛନ୍ତି, ହେଲେ ଠିକ ସମୟରେ ମିଳୁନି ପାରିଶ୍ରମିକ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ। ଏଠାରେ ପ୍ରାୟ ୨୫ଜଣ ଡିଏମଏଫ୍ ଷ୍ଟାଫ୍  ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଛନ୍ତି । ହେଲେ ବିନା ଦରମାରେ। ଆଜକୁ ପ୍ରାୟ ୪ ମାସ ହେବ…

କୋର୍ଟ ଭିତରେ ଆଇନଜୀବୀଙ୍କୁ ଗୁଳିକରି ହତ୍ୟା

ଇସଲାମାବାଦ: ପାକିସ୍ତାନର ବରିଷ୍ଠ ଆଇନଜୀବୀଙ୍କୁ ହାଇକୋର୍ଟ ଭିତରେ ଗୁଳିକରି ହତ୍ୟା । ପେଶଓ୍ବାର ହାଇକୋର୍ଟ ବାରରେ ବରିଷ୍ଠ ଆଇନଜୀବୀ ଅବଦୁଲ ଲତିଫ ଆଫ୍ରିଦିଙ୍କୁ ଗୁଳି କରି ହତ୍ୟା କଲେ ସହଯୋଗୀ । କୌଣସି କାରଣକୁ ନେଇ ସହଯୋଗୀ ଆଇନଜୀବୀ ଆଦନାନ ଆଫ୍ରିଦିଙ୍କୁ ଗୁଳି କରିଥିଲେ । ସେ ଗୁଳିମାଡରେ…

ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନ

କନକ ବ୍ୟୁରୋ :  ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଆଜି ହେଉଛି ଦ୍ୱିତୀୟ ଦିନ। କାର୍ଯ୍ୟକାରିଣୀକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଗକୁ ୯ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ଏହି ବୈଠକରେ ଅନେକ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରାଯାଇପାରେ । ସେପଟେ ଜାନୁଆରୀ…

ଫାଟିଲା ପେଟ୍ରୋଲ ଦୀପ, ଗୋଟିଏ ପରିବାର ୪ ମୃତ

ଗଞ୍ଜାମ : ପେଟ୍ରୋଲ ଦୀପ ଲଗାଇବା ବେଳେ ବଡ଼ ଧରଣର ଅଘଟଣ । ଦୀପ ଫାଟି ଯିବାରୁ ଗୋଟିଏ ପରିବାରର ୪ ଜଣ ଜଳି ଯାଇ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ବନ୍ଧାଗୋଚ୍ଛା ଗାଁରେ ଘଟିଛି । ଗୁରୁତରମାନେ ହେଲେ ବାପା, ମାଆ, ଝିଅ ଓ ୪ ବର୍ଷର ନାତୁଣୀ ।…

ପୁସ୍ତକ ପରିଚୟ : ବିକ୍ଷୁବ୍ଧ ସମୁଦ୍ର

ଶୁଭ ନାରାୟଣ ସ୍ୱାଇଁଙ୍କ ସମୀକ୍ଷା କବିତା ବହି : ବିକ୍ଷୁବ୍ଧ ସମୁଦ୍ର କବି : ପବିତ୍ର ମୋହନ ଦାଶ ପ୍ରକାଶକ : ପେନ୍ ଇନ୍ ବୁକ୍ସ ପ୍ରଥମ ପ୍ରକାଶ : ୨୦୧୮ ପୃଷ୍ଠା ସଂଖ୍ୟା : ୯୫ ସମସାମୟିକ ଓଡିଆ କବିତାରେ କବି ପବିତ୍ର ମୋହନ ଦାଶ ବେଶ୍ ଏକ ଚିହ୍ନା ମୁହଁ। ସଦ୍ୟ ପ୍ରକାଶିତ ତାଙ୍କ…