ସାଂସ୍କୃତିକ କାର୍ଯ୍ୟକ୍ରମରେ ଝଲସୁଛି ସୁବର୍ଣ୍ଣ ଲୋକ ମହୋତ୍ସବ
ସୁବର୍ଣ୍ଣପୁର : ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଉଦଘାଟିତ ହୋଇଯାଇଛି ସୁବର୍ଣ୍ଣ ଲୋକ ମହୋତ୍ସବ । ନାଚ ଗୀତରେ ପୂରି ଉଠୁଛି ସୁବର୍ଣ୍ଣପୁର । ଏହି ମହୋତ୍ସବ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଶୁଭ ଉଦ୍ଘାଟନ କରିଥିଲେ । କରୋନା କଟକଣା ଯୋଗୁଁ ଦୀର୍ଘ ତିନି ବର୍ଷ ହେଲା ଲୋକ…