Latest Odisha News

BREAKING NEWS

ବ୍ରହ୍ମାଣ୍ଡ ସୁନ୍ଦରୀ ତାଜ୍‌ ପିନ୍ଧିଲେ ଆର୍‌ ବୋନି ଗାବ୍ରିଏଲ୍‌

ଲୋଇସିଆନା: ଆମେରିକାର ସୁନ୍ଦରୀ ଆର୍‌ ବୋନି ଗାବ୍ରିଏଲ୍‌ ଜିତିଲେ ମିସ୍ ୟୁନିଭର୍ସ-୨୦୨୨ ଟାଇଟଲ । ଶନିବାର ଆମେରିକାର ଲୋଇସିଆନାଠାରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଗାବ୍ରିଏଲ୍‌ । View this post on…

ସାହିତ୍ୟ ଏକ ନିରବଚ୍ଛିନ୍ନ ସାଧନା : ସୁମିତା ବେହେରା

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ପ୍ରତିଭା ସୁମିତା ବେହେରା । ଗଳ୍ପ, ଉପନ୍ୟାସ, କବିତା ପ୍ରଭୃତି କ୍ଷେତ୍ରରେ ସେ ସାଉଣ୍ଟିଛନ୍ତି ବିପୁଳ ପାଠକୀୟତା । ତାଙ୍କ ସର୍ଜନା କ୍ଷେତ୍ରର ପରିସୀମା ମପାଯାଇ ପାରେନା । ଭାବ ଓ ଭାଷାର ସମ୍ମିଶ୍ରଣରେ ସେ ରୁଦ୍ଧିମନ୍ତ କରିଚାଲିଛନ୍ତି ଓଡ଼ିଆ…

ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଆୟୋଜିତ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ…

ନେପାଳ ବିମାନ ଦୁର୍ଘଟଣା, ମୃତକଙ୍କ ମଧ୍ୟରେ ୫ ଭାରତୀୟ ଥିବା ସୂଚନା

କାଠମାଣ୍ଡୁ: ନେପାଳର ପୋଖରାରେ ବିମାନ ଦୁର୍ଘଟଣାରେ ଏବେ ସୁଦ୍ଧା ୩୬ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି । ୭୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ୧୦ ଜଣ ବିଦେଶୀ ଥିଲେ । ବିମାନଟି ପୋଖରା ବିମାନବନ୍ଦରରେ ଅବତରଣ ବେଳେ ନଦୀ ପାର୍ଶ୍ୱକୁ ଖସି ଜଳି ଯାଇଥିଲା । ଦୁର୍ଘଟଣାଗ୍ରସ୍ତ ATR-72…

ଜାଣନ୍ତୁ ଶିଶିର ସରସ ମେଳାରେ କ’ଣ ଉପଲବ୍ଧ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ବରମୁଣ୍ଡା ଖେଳ ପଡ଼ିଆରେ ଆରମ୍ଭ ହୋଇଛି ଶିଶିର ସରସ ମେଳା । ଯାହା ଫଳରେ କନ୍ଧମାଳର ହଳଦି, ନୟାଗଡ଼ର ଡାଲି, ମୟୂରଭଞ୍ଜର ସବାଇଘାସରେ ତିଆରି ବିଭିନ୍ନ ସାମଗ୍ରୀ ବର୍ତ୍ତମାନ ମିଳୁଛି ଗୋଟିଏ ସ୍ଥାନରେ। ଏହି ମେଳାରେ ପଡ଼ିଥିବା ପ୍ରତ୍ୟେକ ଷ୍ଟଲରେ ରହିଛି…

ହକି ବିଶ୍ୱକପ: ଏଥର ଟିମ ଇଣ୍ଡିଆର ଟାର୍ଗେଟ ଇଂଲଣ୍ଡ

ରାଉରକେଲା: ଓଡିଶାରେ ଚାଲିଥିବା ହକି ବିଶ୍ୱକପରେ ଭାରତ ଏବଂ ଇଂଲଣ୍ଡ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆମ୍ନା ସାମ୍ନି ହେବେ । ଗ୍ରୁପ ଡିର ଏହି ୨ଟି ଟିମ ସେମାନଙ୍କ ପ୍ରଥମ ମ୍ୟାଚରେ ବିଜୟ ହାସଲ କରିଛନ୍ତି । ଏହି ମ୍ୟାଚରେ ବିଜୟୀ ହୋଇ ଟେବୁଲ ଟପର ହେବା ପାଇଁ ଉଭୟ ଟିମ ଉଦ୍ୟମ କରିବେ । ୱେଲ୍ସକୁ…

ଜଳିଗଲା ATR-72 ବିମାନ, ଚାଲିଗଲା ୩୨ ଜଣଙ୍କ ଜୀବନ

କାଠମାଣ୍ଡୁ : ନେପାଳରେ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ପୋଖରା ବିମାନବନ୍ଦରର ରନ୍‌ୱେରେ ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାଟି ଆଜି ସକାଳେ ହୋଇଥିବା ଜଣାପଡ଼ିଛି  । ବିମାନରେ ୬୮ ଯାତ୍ରୀଙ୍କ ସହ ୪ ଜଣ ପାଇଲଟ୍‌ ଥିଲେ  । ବିମାନଟି ହୁତୁ ହୁତୁ ହୋଇ…

ପରପୁରୁଷ ସହ ସ୍ତ୍ରୀକୁ ଦେଖି ସହିପାରିଲାନି ସ୍ୱାମୀ, ଅଲଗା କରିଦେଲା ମୁଣ୍ଡରୁ ଗଣ୍ଡି

ରାଞ୍ଚି: ଝାରଖଣ୍ଡରରୁ ଆସିଲା ଲୋମହର୍ଷଣକାରୀ ଘଟଣା  । ପରପୁରୁଷ ସହ ପତ୍ନୀଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖି ହିତାହତ ଜ୍ଞାନ ଭୁଲିଗଲା ସ୍ୱାମୀ  । ପତ୍ନୀଙ୍କ ପ୍ରେମିକର ମୁଣ୍ଡରୁ ଗଣ୍ଡି ଅଲଗା କରିଦେଲା  । ଏପରି ଘଟଣା ଝାରଖଣ୍ଡର ଲୋନଜୋ ଗାଁରେ ଘଟିଛି  । ପୋଲିସ କହିବା ଅନୁଯାୟୀ,…

ପୁରୀ ଟାଉନ ହଲରେ ପ୍ରଦର୍ଶିତ ହେଲା ଚିିଲିକା ତୀରେ

ପୁରୀ: ୧୯୭୭ରେ ମୁକ୍ତିଲାଭ କରିଥିବା ଚିଲିକା ତୀରେ ଫିଲ୍ମ ଆଜି ପୁରୀ ଟାଉନ ହଲରେ ପୁନର୍ବାର ପ୍ରଦର୍ଶିତ ହୋଇଛି । ଜାତୀୟ ପୁରସ୍କାରପ୍ରାପ୍ତ ଏହି ଚଳଚ୍ଚିତ୍ର ୪୬ ବର୍ଷ ପରେ ପୁରୀର ବାସ୍ନା, କଳା, ସାହିତ୍ୟ, ଅଭିନୟର ଜୀବନ୍ତ ନମୂନା ପ୍ରଦର୍ଶିତ ହେବା ପରେ ଏହି ଖୁସିର ବାତାବରଣ ଖେଳି ଯାଇଥିଲା…

ବଡ଼ଚଣା ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଯାଜପୁର : ଯାଜପୁର ଜିଲ୍ଲା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବିଧାୟକଙ୍କ ଗାଡି ପଛ ପଟେ ପିଟି ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ୧୬ନଂ ଜାତୀୟ ରାଜପଥର ବନ୍ଦାଳ ଛକ ନିକଟରେ। ସୂଚନା ଅନୁଯାୟୀ ଗତକାଲି ରାତିରେ ବିଧାୟକ ନିଜ…