କିଟରେ ଓଡ଼ିଆ ନବବର୍ଷ ପାଳନ କଲେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ପ୍ରତିଯୋଗୀ
ଭୁବନେଶ୍ୱର: କିଟରେ ଓଡ଼ିଆ ନୂଆବର୍ଷ ପାଳିତ ହୋଇଯାଇଛି। ଏଥିରେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ ଯୋଗଦେଇଥିଲେ।
ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍ ଧୁମ୍ଧାମ୍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ ପାଳନ କରିଥିଲେ। ଓଡ଼ିଶାର…