Latest Odisha News

BREAKING NEWS

ରସିଦ କହିବ ଚାଉଳ କାହାର ?

ଭୁବନେଶ୍ୱର: ମାଗଣା ଚାଉଳକୁ ନେଇ ଆଉ ଚଳିବନି ରାଜନୀତି । ମିଛରେ ନିଜର କହି ଆଉ ବାହାବାହା ନେଇ ପାରିବେନି ରାଜ୍ୟ ସରକାର । ମାଗଣା ଚାଉଳ କାହାର ? ରାଜ୍ୟ ଦେଉଛି ନା କେନ୍ଦ୍ର ? ଏନେଇ ବିବାଦ ପରେ ଚଳିତ ଜାନୁଆରୀ ମାସରୁ କେନ୍ଦ୍ର ସରକାର ନୂଆ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ…

ପ୍ରଚାର ଛାଡି ୧୦ ବର୍ଷ ବାଳକର ଅପରେସନ ପାଇଁ ଓଟିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଭାଇରାଲ ହେଲା ଭିଡିଓ

ଅଗରତାଲା: କୁହାଯାଏ ଭଗବାନଙ୍କର ସାକ୍ଷାତ ଅବତାର ହେଉଛନ୍ତି ଡାକ୍ତର । ମରଣ ମୁହଁରୁ ଟାଣିଆଣି ନୂଆ ଜୀବନ ଦେଇଥାନ୍ତି । ସେଥିପାଇଁ ତ ରୋଗୀଟି ସବୁଠୁ ଅଧିକ ଭରସା ଡାକ୍ତରଙ୍କ ଉପରେ କରିଥାଏ । ଆଉ ଜଣେ ପ୍ରକୃତ ଡାକ୍ତରଙ୍କ ରକ୍ତରେ ହିଁ ଥାଏ ସେବା ମନୋବୃତ୍ତି ।  ପରିସ୍ଥିତି ଯାହା ବି ହେଉ ନା…

ଟ୍ରାଫିକ୍ ଜାମ୍‌ ହେବାରୁ ଗାଡ଼ି ଉପରେ ବସି ମଦ ପିଇଲେ…

ନୂଆଦିଲ୍ଲୀ : ସମସ୍ତେ ଜାଣନ୍ତି ଟ୍ରାଫିକ୍‌ ସମସ୍ୟା ଅନେକ ସମୟରେ ଦେଖାଦେଇଥାଏ  । ଟ୍ରାଫିକ୍‌ରେ ଥରେ ଫସିଲେ, ସେଥିରୁ ମୁକୁଳିବା ମୁସ୍କିଲ । ଟ୍ରାଫିକ୍‌ କେତେବେଳେ ୧୦ ମିନିଟ୍‌ରେ ଛାଡ଼େ ତ କେତେବେଳେ ଘଣ୍ଟାଏ ଦୁଇ ଘଣ୍ଟା ବି ଲାଗେ । ଏହାର କିଛି ଠିକ୍‌ ଠିକଣା ନଥାଏ । ତେବେ ସେହି…

ହକି ବିଶ୍ୱକପ: ଭାରତ ପାଇଁ ଏବେ ନୁହେଁ ତ କେବେ ରଣନୀତି

ଭୁବନେଶ୍ୱର: ହକିର ଜ୍ୱର ଏବେ ସାରା ଭାରତରେ । ଓଡିଶାରେ ବିଗୁଲ ବାଜିସାରିଛି । ମନୋରଞ୍ଜନ ପରେ ଏବେ ଭାରତ ପାଇଁ ସମ୍ମାନର ପ୍ରଶ୍ନ । ବିଶ୍ୱକପରେ ଦୀର୍ଘ ଦିନ ଧରି ପଦକ ଶୂନ୍ୟ ରହିଛି ଟିମ ଇଣ୍ଡିଆ । ୪୭ ବର୍ଷ ଧରି ଭାରତ ପଦକ ଜିତିନି । ସେଥିପାଇଁ ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପରେ…

ରାମଚରିତ ମାନସକୁ ନେଇ ବିହାର ଶିକ୍ଷାମନ୍ତ୍ରୀଙ୍କ ବିବାଦୀୟ ବୟାନ; ବିଜେପି କହିଲା ଭୋଟ ରାଜନୀତି

ପାଟନା: ବିହାର ଶିକ୍ଷାମନ୍ତ୍ରୀ ଚନ୍ଦ୍ରଶେଖର ବୁଧବାର ହିନ୍ଦୁତ୍ୱ ଉପରେ ଦେଇଥିବା ବୟାନକୁ ନେଇ ବିବାଦ ଘନେଇଛି । ଚନ୍ଦ୍ରଶେଖର ଏକ ବୟାନ ଦେଇ କହିଥିଲେ, ହିନ୍ଦୁ ଧର୍ମଗ୍ରନ୍ଥ ରାମାୟଣ ଉପରେ ଆଧାରିତ ରାମଚରିତ ମାନସ ସମାଜରେ ଘୃଣା ମନୋଭାବ ସୃଷ୍ଟି କରୁଛି । ଚନ୍ଦ୍ରଶେଖରଙ୍କର ଏହି ବୟାନ ପରେ…

ଉଦାସୀନତା

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଉଦାସୀନତା ହେଉଛି ଏକ ମାନସିକ ବିକୃତି । ଏଥିରେ, ବ୍ୟକ୍ତି ଅବସାଦଗ୍ରସ୍ତ ହୁଏ ଏବଂ ନକାରାତ୍ମକ ଚିନ୍ତାଧାରା ସର୍ବଦା ମନରେ ଆସେ । ଅନେକ ଥର ଜଣେ ବ୍ୟକ୍ତି ପରିସ୍ଥିତି ସାମ୍ନାରେ ଏତେ ନିଜକୁ ଅସହାୟ ଅନୁଭବ କରେ ଯେ ସେ ତୃତୀୟ ପନ୍ଥା…

ଜଳଖିଆ ତିଆରି କଲାବେଳେ ଫାଟିଗଲା ସିଲିଣ୍ଡର; ଜଳିଗଲେ ପରିବାରର ୬ ସଦସ୍ୟ

ପାନିପତ: ସକାଳୁ ସକାଳୁ ଛାତି ଥରାଇ ଦେବା ପରି ଘଟଣା । ହରିଆଣାର ପାନିପଥ ଜିଲ୍ଲାରେ ଆଜି ସକାଳୁ ଏକ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣା ପ୍ରସାରିତ ହେବା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ପାନିପତର ବିଚପାଡି ଗାଁରେ ଘଟିଛି ଏପରି…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ୱାଲଙ୍କୁ ୧୬୪ କୋଟି ଟଙ୍କାର ରିକଭରି ନୋଟିସ୍‌

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ୱାଲଙ୍କୁ ରିକଭରି ନୋଟିସ । ୧୬୪ କୋଟି ୧୦ ଦିନ ଭିତରେ ଫେରାଇବାକୁ ଡିଆଇପି ପକ୍ଷରୁ ଏହି ନୋଟିସ୍‌ ଜାରି କରାଯାଇଛି । ଦିଲ୍ଲୀର ଉପରାଜ୍ୟପାଳ ଭି.କେ. ସାକ୍ସେନା ମୁଖ୍ୟ ସଚିବଙ୍କୁ ସରକାରୀ ବିଜ୍ଞାପନ ନାମରେ ପ୍ରକାଶିତ ରାଜନୈତିକ ବିଜ୍ଞାପନ ନେଇ…

ଜାନୁଆରୀ ୧୨ରେ କାହିଁକି ପାଳନ ହୁଏ ଜାତୀୟ ଯୁବ ଦିବସ..

ଆଜି ହେଉଛି ସ୍ବାମୀ ବିବେକାନନ୍ଦଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନ ଅବସରକୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ  । ୧୯୮୪ରେ ଭାରତ ସରକାର ଏହି ଦିନକୁ ଜାତୀୟ ଯୁବ ଦିବସ ଭାବରେ ଘୋଷଣା କରିଥିଲେ  ।ଏବଂ ୧୯୮୫ ପରଠାରୁ ପ୍ରତିବର୍ଷ ଭାରତରେ ଏହି ଦିବସ ପାଳନ କରାଯାଉଛି। ୧୮୬୩ ମସିହା…

ଉଜବେକିସ୍ତାନରେ ଭାରତ କଫ୍ ସିରପ ବ୍ୟବହାରକୁ ବାରଣ କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: ଉଜବେକିସ୍ତାନରେ ଭାରତୀୟ କଫ୍ ସିରପର ବ୍ୟବହାର ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ମନା କରାଯାଇଛି । ବିଶେଷକରି ପିଲାମାନଙ୍କ ପାଇଁ ବ୍ୟବହୃତ ୨ ପ୍ରକାର କଫ ସିରପକୁ ବାରଣ କରିଛି ଡବ୍ଲୁଏଚଓ । ୧୮ଜଣ ଶିଶୁଙ୍କ ମୃତ୍ୟୁ ପରେ ଡବ୍ଲୁଏଚଓ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।…