ଆଇପିଏଲରୁ ଓହରିଲେ ପ୍ରସିଦ୍ଧ କୃଷ୍ଣା
ମୁମ୍ବାଇ: ଆଇପିଏଲର ଆଗାମୀ ସିଜନ ୩୧ ମାର୍ଚ୍ଚରୁ ଆରମ୍ଭ ହେବ । ତେବେ ଏହା ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ବଡ ଝଟକା ଲାଗିଛି । ଦଳର ମୁଖ୍ୟ ପେସ ବୋଲର ପ୍ରସିଦ୍ଧ କୃଷ୍ଣା ଆଘାତ ସମସ୍ୟା ଯୋଗୁ ଦଳରୁ ଓହରି ଯାଇଛନ୍ତି । ପିଠି ସମସ୍ୟା ଯୋଗୁ ସେ ବାଧ୍ୟ ହୋଇ ଏହି ନିଷ୍ପତି ନେଇଛନ୍ତି । ଖୁବ ଶୀଘ୍ର…