ସନ୍ତୋଷ ଟ୍ରଫି: ସେମିଫାଇନାଲ ଦୌଡରୁ ବାଦ ପଡିଲା ଓଡିଶା
ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଂଟର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଓଡିଶା ପରାଜିତ ହୋଇ ସେମି ଫାଇନାଲ ଦୌଡରୁ ବାଦ ପଡିଛି । ଗ୍ରୁପ ଏର ମୁକାବିଲାରେ ଓଡିଶା ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ କେରଳଠାରୁ ୧-୦ ଗୋଲରେ ହାରି ଯାଇଥିଲା । ୧୬ତମ…