ଗୋ ଆଲିଙ୍ଗନ ଦିବସ ନିଷ୍ପତ୍ତିକୁ ମମତାଙ୍କ ତାତ୍ସଲ୍ୟ; ଗାଈକୁ ଆଲିଙ୍ଗନ କଲେ ଯଦି ସିଙ୍ଗ ଭୁସି ଦେଲା…
କୋଲକାତା: ୨୦୨୪ ନିର୍ବାଚନକୁ ପାଖେଇ ଆସୁଥିବାରୁ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ପୁଣିଥରେ ମୁହାଁମୁହିଁ ହୋଇଛନ୍ତି ବିଜେପି-ଟିଏମ୍ସି। ନିକଟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପଶ୍ଚିମବଙ୍ଗ ଯାଇ ମମତା ସରକାଙ୍କୁ ଟାର୍ଗେଟ୍ କରିଥିଲେ। ମମତାଙ୍କ ସରକାର ଦୁର୍ନୀତିଗ୍ରସ୍ତ…