Latest Odisha News

BREAKING NEWS

ସ୍ୱାମୀଙ୍କ ନିର୍ଯାତନା ସହି ପାରିଲେନି ଏସଆଇ, ସୋସିଆଲ ମିଡ଼ିଆରେ ମାଗିଲେ ସହାୟତା

ନୂଆଦିଲ୍ଲୀ: ସେ ଅନ୍ୟମାନଙ୍କୁ ଦିଅନ୍ତି ସୁରକ୍ଷା । ସେ ଅନ୍ୟମାନଙ୍କ ପାଇଁ ଆଶା ଭରସା । ହେଲେ  ନିଜ ସୁରକ୍ଷା ପାଇଁ ସେ ଅସମର୍ଥ । ପରିସ୍ଥିତି ପାଖରେ ସେ ଅସହାୟ । ନିଜ ପାୱାର, ପୋଜିସନ କିଛି କାମ କରୁନି ଏଠି । ଶେଷରେ ବିକଳ ହୋଇ ସୋସିଆଲ ମିଡିଆରେ ସୁରକ୍ଷା ମାଗିଲେ ମହିଳା ପୋଲିସ ସବ…

ଆସନ୍ତାବର୍ଷ ତିନୋଟି ଜି-୨୦ ବୈଠକର ଆୟୋଜନ କରିବ ଓଡ଼ିଶା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଆରମ୍ଭରେ ତିନିଟି ଜି-୨୦ ବୈଠକର ଆୟୋଜନ କରିବେ ଓଡ଼ିଶା ସରକାର। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କହିଛନ୍ତି ଯେ ରାଜ୍ୟରେ ଶକ୍ତି, ଶିକ୍ଷା ଏବଂ ସଂସ୍କୃତି ଉପରେ ସମ୍ମିଳନୀ ଆୟୋଜିତ ହେବ। ଡିସେମ୍ବର ୧ରେ ଭାରତ ଜି -୨୦ ର ସଭାପତି ହେବା ପରେ…

ଏ ଦେଶରେ ପ୍ରସବ ବେଳେ କାନ୍ଦିବା ମନା

ନାଇଜେରିଆ: ମା’ଟିଏ ହିଁ ବୁଝିପାରେ ପ୍ରସବ ବେଦନା  । ସନ୍ତାନକୁ ଗର୍ଭରେ ଧରିବା ପରଠାରୁ ଜନ୍ମ ଦେବା ପର୍ଯ୍ୟନ୍ତ ଅନେକ କଷ୍ଟ, ଅନେକ ଯନ୍ତ୍ରଣାକୁ ମା ହସି ହସି ସହି ଯାଇଥାଏ । ହୁଏତ ସେ କଷ୍ଟ ସହିବା ପାଇଁ ସେ କେତେ ଲୁହକୁ ଚାପି ଦେଇଥିବ । ସେ ଯନ୍ତ୍ରଣାକୁ ଏଡାଇବା ପାଇଁ ସେ ମିଛ ହସ ହସିଥିବ…

୧୦ ବର୍ଷ ପରେ ପିତା ହେବାକୁ ଯାଉଛନ୍ତି ରାମଚରଣ

ମାଡ୍ରାସ: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ରାମଚରଣ ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି । ରାମଚରଣଙ୍କ ବାପା ଚିରଞ୍ଜିବୀ ଏ ସମ୍ପର୍କରେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ରାମଚରଣ ଓ ଉପାସାନା ପରସ୍ପରକୁ ଭଲ ପାଇବା ପରେ ୧୪ ଜୁନ ୨୦୧୨ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ…

ଜ୍ୟାକଲିନଙ୍କୁ କୋର୍ଟକୁ ଟାଣିଲେ ନୋରା, ଦାୟର କଲେ ମାନହାନୀ ମୋକଦ୍ଦମା

ମୁମ୍ବାଇ: ବଲିଓଡ ଅଭିନେତ୍ରୀ ନୋରା ଫତେହି ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କ ବିରୋଧରେ ମାନହାନୀ ମକଦ୍ଦମା ଦାୟର କରିଛନ୍ତି। ନୋରା ଅଭିଯୋଗ କରିଛନ୍ତି ଯେ ଜ୍ୟାକଲିନ ତାଙ୍କ ବିବୃତ୍ତି ମାଧ୍ୟମରେ ତାଙ୍କ ଭାବମୂର୍ତ୍ତିକୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିଛନ୍ତି। ସେ ଆଇପିସିର ଧାରା…

୨୬/୧୧ ଶୈଳୀରେ ଆକ୍ରମଣ! କାବୁଲରେ ଚୀନ ନାଗରିକ ରହୁଥିବା ହୋଟେଲରେ ଗୁଳି ବର୍ଷା

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ହୋଟେଲରେ ବୋମା ଜରିଆରେ ଆକ୍ରମଣ ହୋଇଛି। ଚୀନର ଅଧିକାରୀ ଏବଂ ବ୍ୟବସାୟୀମାନେ ପ୍ରାୟତଃ ଏହି ହୋଟେଲରେ ରହିଥା’ନ୍ତି। ଏହା ଚୀନ୍ ଅଧିକାରୀଙ୍କ ଆଶ୍ରୟସ୍ଥଳ ଭାବରେ ଜଣାଶୁଣା। ଆକ୍ରମଣକାରୀମାନେ ଏବେ ମଧ୍ୟ ଉପସ୍ଥିତ ରହି ଏହି ହୋଟେଲରେ ଗୁଳି…

ନବୀନ କାହାକୁ ଭରସା କରିବେ ମୋଦୀ ନା ନୀତିଶ?

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରରେ କାହା ସହିତ ରହିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସାଧାରଣ ନିର୍ବାଚନକୁ ଆଉ ୨ ବର୍ଷରୁ କମ୍ ସମୟ ରହିଛି । ଏହା ପୂର୍ବରୁ ନବୀନଙ୍କ ଆଭିମୁଖ୍ୟ ଉପରେ ନଜର ରଖିଛନ୍ତି ଅନେକ…

ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗ

ଭୁବନେଶ୍ୱର: ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗ। ସେ ଯାଜପୁର ଲୋକସଭା ଆସନରୁ ଦୁଇ ଥର ନିର୍ବାଚିତ ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ମୋହନ ଜେନା ବିଭିନ୍ନ ରୋଗରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି। ତାଙ୍କ ଝିଅ ଆଦ୍ୟା ଅନନ୍ଦିତା କହିଛନ୍ତି, ସେ ଚାରି ବର୍ଷ…

ଏକାଠି ହେଲେ ପ୍ରେମପକ୍ଷୀ, ବଙ୍ଗାଳୀ ବୋହୂ ସାଜିଲେ ରୁଷୀୟ କନ୍ୟା

ନୂଆଦିଲ୍ଲୀ : ପ୍ରେମ ଶାଶ୍ୱତ ଓ ଚିରନ୍ତନ । ପ୍ରେମରେ ଭରି ରହିଥାଏ ବିଶ୍ୱାସ  । ପ୍ରେମ କୌଣସି ପ୍ରତିବନ୍ଧକ ମାନିନଥାଏ  । କଥାରେ ଅଛି ପ୍ରେମ ପାଇଁ ସାତ ସମୁଦ୍ର ପାର କରିଯାଆନ୍ତି ପ୍ରେମଚଢ଼େଇ । ତେବେ ଏହି କଥାକୁ ବାସ୍ତବ ରୂପ ଦେଇ ପ୍ରେମର ପରିଭାଷାକୁ ବୁଝିଛନ୍ତି ଜଣେ ରୁଷୀୟ ଯୁବତୀ  ।…

ନାଳ ପାଖେ ଅଟକି ଯାଇଛି ସ୍ୱାସ୍ଥ୍ୟସେବା, ଷ୍ଟ୍ରେଚରରେ ବୁହା ହେଉଛନ୍ତି ଗର୍ଭବତୀ

ଢେଙ୍କାନାଳ: ଢେଙ୍କାନାଳର ଏଇ ନାଳ ନିକଟରେ ଅଟକି ଯାଉଛି ସରକାରଙ୍କର ସବୁ ସ୍ୱାସ୍ଥ୍ୟ ଯୋଜନା । ଗୁରୁତର ରୋଗୀ ହୁଅନ୍ତୁ ବା ଗର୍ଭବତୀ, ଏଇଠି ସମସ୍ତଙ୍କ ବାଟ ଅଟକାଇ ଦିଏ ,  ବିକାଶର ପଥରୋଧ କରେ ଏଇ ନାଳ। ଢେଙ୍କାନାଳ ଜିଲ୍ଲାର ଆଦିବାସୀ ଅଧୁଷିତ ଏଇ ଅଞ୍ଚଳ ଆଜି ଏଇ ନାଳ ପାଇଁ ଅପହଞ୍ଚ…