ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
ଭୁବନେଶ୍ୱର: ରାଜ୍ୟରେ ଜିଲ୍ଲା ଖଣିଜ ପାଣ୍ଠି ବା ଡିଏମ୍ଏଫ୍ ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ସାଂଘାତିକ ତଥ୍ୟ ରଖିଛନ୍ତି । ମାର୍ଚ୍ଚ ୨୦୨୪ ଶେଷ ସୁଦ୍ଧା ସିଏଜିଙ୍କ ପକ୍ଷରୁ କରାଯାଇଥିବା ଅଡିଟ୍ ରିପୋର୍ଟ ଅନୁଯାୟୀ, ଖଣି…