ଏସିଆନ ଇନଡୋର ଆଥଲେଟିକ୍ସ ଚାମ୍ପିୟନଶିପ: ନୂତନ ଜାତୀୟ ରେକର୍ଡ ସ୍ଥାପନ କଲେ ଓଡିଶାର ଜ୍ୟୋତି
ଭୁବନେଶ୍ୱର: କାଜକସ୍ତାନରେ ଚାଲିଥିବା ଏସିଆନ ଇନଡୋର ଆଥଲେଟିକ୍ସ ଚାମ୍ପିୟନଶିପରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡିଶାର ଜ୍ୟୋତି ୟାରାଜୀ ନୂତନ ଜାତୀୟ ରେକର୍ଡ ସ୍ଥାପନ କରିଛନ୍ତି । ୬୦ ମିଟର ହର୍ଡଲ୍ସରେ ସେ ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ସେ ୮.୧୬ ସେକେଣ୍ଡ ସମୟ ନେଇ ତାଙ୍କ…