ଫିଲ୍ମ ଷ୍ଟାଇଲରେ ଲୁଟିନେଲେ ଏଟିଏମ, ସିସିଟିଭିରେ କଏଦ ହେଲା ଦୃଶ୍ୟ
କୋରାପୁଟ: ଦାମୀ ଗାଡିରେ ଆସିଲେ, ଫିଲ୍ମ ଷ୍ଟାଇଲରେ ଲୁଟ୍ କରି ଜାଳିଦେଲେ ଏଟିଏମ୍ । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ । ରାତି ପ୍ରାୟ ୩ଟା ୩୦ମି ରୁ ୩ଟା ୪୫ମି ମଧ୍ୟରେ ଏସବିଆଇ ଏଟିଏମରୁ ଚୋରି ହୋଇଛି ।…